• About Us
  • Contact Us
Sunday, March 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରତ୍ନଭଣ୍ଡାର ଗଣତି ନେଇ ଆଇନ ମନ୍ତ୍ରୀଙ୍କ ବାସଭବନରେ ବୈଠକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୁରୀ ଜିଲ୍ଲାପାଳ ଉପସ୍ଥିତ

by Voice of Victims
February 16, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ସମସ୍ୟା
ରତ୍ନଭଣ୍ଡାର ଗଣତି ନେଇ ଆଇନ ମନ୍ତ୍ରୀଙ୍କ ବାସଭବନରେ ବୈଠକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୁରୀ ଜିଲ୍ଲାପାଳ ଉପସ୍ଥିତ

ପୁରୀ : ରତ୍ନଭଣ୍ଡାର ଗଣତି ନେଇ ଆଇନ ମନ୍ତ୍ରୀଙ୍କ ବାସଭବନରେ ବୈଠକ ଚାଲିଛି । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବାସଭବନରେ ଉପସ୍ଥିତ ଅଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଓ ପୁରୀ ଜିଲ୍ଲାପାଳ ।  ସମୀକ୍ଷା ପରେ ଏସଓପି ସଂପର୍କରେ ସ୍ପଷ୍ଟତା ଆସିବ ।  ଏହା ପରେ ଦିନ ୧ଟା ରେ ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ କରିବେ । 

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତିମଣତି ୩ ମାସ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।  ଖୁବ ଶୀଘ୍ର ଗଣତିମଣତି ନେଇ ତାରିଖ ଚୂଡ଼ାନ୍ତ ହୋଇପାରେ ।

Post Views: 13
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In