• About Us
  • Contact Us
Wednesday, October 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଶା ପ୍ରଶାସନରେ ଛୋଟଧରଣର ଅଦଳବଦଳ, ୭ ଜଣ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ

by Voice of Victims
October 7, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଓଡ଼ିଶା ପ୍ରଶାସନରେ ଛୋଟଧରଣର ଅଦଳବଦଳ, ୭ ଜଣ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନରେ ଛୋଟଧରଣର ଅଦଳବଦଳ । ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ । ୭ ଜଣ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ବଦଳି କରାଯାଇଥିବାବେଳେ ଉଭୟ ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତ ହୋଇଛନ୍ତି ।

ନବରଙ୍ଗପୁର ଜିଲ୍ଲାପାଳ ଡାକ୍ତର ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ତାଙ୍କ ସ୍ଥାନରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉପସଚିବ ଅନ୍ୟା ଦାସ ନବରଙ୍ଗପୁରର ନୂଆ ଜିଲ୍ଲାପାଳ ହୋଇଛନ୍ତି । ସେହିପରି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଛି ।

ମଧୁମିତାଙ୍କୁ ନୂଆପଡ଼ାର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି । ପ୍ରଦୀପ କୁମାର ନାୟକଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଅତିରିକ୍ତ ସଚିବ କରାଯାଇଛି । ଆଶନି ଏ.ଏଲ୍.ଙ୍କୁ ଭବାନୀପାଟଣା ଉପଜିଲ୍ଲାପାଳ ଏବଂ ସେଠାରେ ଥିବା କସ୍ତୁରୀ ଶାଙ୍କୁ ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ ବିଭାଗର ଅନୁସଚିବ ଭାବେ ନୂଆ ଦାୟିତ୍ୱ ଦିଆଯାଇଛି ।

Post Views: 16
Share198Tweet124Send
Voice of Victims

Voice of Victims

Recent Posts

  • ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ‘ଟିମ୍ ଇଣ୍ଡିଆ’ ର ଟେଷ୍ଟ ଦଳ ଘୋଷିତ: ଧ୍ରୁବ ଜୁରେଲଙ୍କୁ ଅଧିନାୟକ ନିଯୁକ୍ତ
  • ଜନତାଙ୍କ ଆଶୀର୍ବାଦ ମୋର ସବୁଠୁ ବଡ଼ ଶକ୍ତି : ମୋଦି
  • GST ନିୟମରେ ବଡ଼ ପରିବର୍ତ୍ତନ ପ୍ରସ୍ତାବ, ଟିକସଦାତାଙ୍କ ପାଇଁ ଆସିପାରେ ବଡ଼ ରିଲିଫ୍
  • ଆସନ୍ତାକାଲି ଚାଲିବ ବସ୍, ଓଡ଼ିଶା ବନ୍ଦକୁ ସମର୍ଥନ କରୁନି ରାଜ୍ୟ ବସ୍ ମାଲିକ ସଂଘ
  • ଓଡ଼ିଶା ପ୍ରଶାସନରେ ଛୋଟଧରଣର ଅଦଳବଦଳ, ୭ ଜଣ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In