• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଗାଡକଣ ବସ୍ତିର ଲୋକଙ୍କ ସହିତ ଖିରି ଖାଇଲେ ମୋଦି

by Voice of Victims
September 17, 2024
in ମୁଖ୍ୟ ଖବର
ଗାଡକଣ ବସ୍ତିର ଲୋକଙ୍କ ସହିତ ଖିରି ଖାଇଲେ ମୋଦି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ । ସେ ଭୁବନେଶ୍ବର ବିମାନ ବନ୍ଦରରୁ ସିଧା ଗାଡକଣ ବସ୍ତି ଅଭିମୁଖେ ଯାତ୍ରା କରିଥିଲେ। ସେଠାରେ ସେ ଗାଡକଣ ବସ୍ତିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଥିଲେ। ଏହି ବସ୍ତିର ବାସିନ୍ଦା ଅନ୍ତର୍ଯ୍ୟାମୀ ନାୟକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଙ୍କୁ ଗୃହ ପ୍ରବେଶ କରାଇଛନ୍ତି। ତାଙ୍କୁ ଘରର ଚାବି ପ୍ରଦାନ କରିଛନ୍ତି। ଘର ଭିତରେ ତାଙ୍କ ପରିବାର ସହିତ ମୋଦି କଥାବାର୍ତ୍ତା ମଧ୍ୟ କରିଛନ୍ତି। ତାଙ୍କ ଘର ବୁଲିବା ସହିତ ଠାକୁର ଘରେ ଘଣ୍ଟି ବଜାଇଥିବାର ଜଣାପଡିଛି। ଏହାପରେ ସେ ପରିବାର ସହିତ ଖିରି ଖାଇଛନ୍ତି। ଗାଡକଣ ଗ୍ରାମବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରାଯାଇଥିଲା। ପାଂରପାରିକ ବାଦ୍ୟ ସହିତ ଉତ୍ତରୀୟ ପ୍ରଦାନ କରାଯାଇ ମୋଦିଙ୍କୁ ସ୍ବାଗତ କରାଯାଇଥିଲା। ଗାଡକଣରେ ପ୍ରଧାନମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ।

Post Views: 25
Share199Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In