• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଚାଷୀଙ୍କ ପାଇଁ ମୋଦୀ ମାରିଲେ ପ୍ରଥମ ଦସ୍ତଖତ

by Voice of Victims
June 10, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଚାଷୀଙ୍କ ପାଇଁ ମୋଦୀ ମାରିଲେ ପ୍ରଥମ ଦସ୍ତଖତ

ନୂଆଦିଲ୍ଲୀ: ତୃତୀୟ ପାଳିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରୀ କାଗଜପତ୍ରରେ ନିଜର ପ୍ରଥମ ଦସ୍ତଖତ କରିଛନ୍ତି । ଏଥିସହ ପିଏମ କିଷାନ ନିଧିର ୧୭ତମ କିସ୍ତ ପ୍ରଦାନ କରିବା ପାଇଁ ମୋଦୀ ନିଦେ୍ର୍ଧଶନାମା ଜାରି କରିଛନ୍ତି । ତଦନୁଯାୟୀ ୯.୩ କୋଟି ଚାଷୀଙ୍କୁ ପ୍ରାୟ ୨୦ ହଜାର କୋଟି ଟଙ୍କା ମିଳିବ । ଏହାସହ ମୋଦୀ ମନ୍ତ୍ରିମଣ୍ଡଳ ଶପଥ ନେବା ପରେ ଆଜି ବସୁଛି ପ୍ରଥମ କ୍ୟାବିନେଟ୍ ବୈଠକ । ସଂଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିବ । ସେହିପରି କେଉଁ ମନ୍ତ୍ରୀଙ୍କୁ କେଉଁ ମନ୍ତ୍ରାଳୟ ମିଳିବ, ତାହା ଉପରେ ନଜର ରହିଛି । ଗତକାଲି ମୋଦୀଙ୍କ ସହ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ଶପଥ ନେଇଛନ୍ତି । ୫ଜଣ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଏବଂ ୩୬ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ଏମାନଙ୍କୁ କେଉଁ ବିଭାଗ ମିଳିବ ତାହା ଉପରେ ନଜର ରହିଛି ।

Post Views: 57
Share200Tweet125Send
Voice of Victims

Voice of Victims

Recent Posts

  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା
  • ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ, ଯେଉଁ ଚାଷୀ ଆସିପାରିବେନି ସେମାନଙ୍କ ପାଖକୁ ଯିବେ ସରକାର
  • CWG ଚାମ୍ପିଅନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ, ଦେଶକୁ ଦେଲେ ଏଭଳି ବାର୍ତ୍ତା
  • ଭାରତରୁ ରୁଷକୁ ଚାଲିବ ଟ୍ରେନ୍, ସିଧାସଳଖ ନୂଆଦିଲ୍ଲୀରୁ ମସ୍କୋକୁ କରିହେବ ଯାତ୍ରା !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In