• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୧୦ରେ ମୋଦୀ ପୁଣି ଆସିବେ ଓଡ଼ିଶା

by Voice of Victims
January 28, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
୧୦ରେ ମୋଦୀ ପୁଣି ଆସିବେ ଓଡ଼ିଶା

ଭୁବନେଶ୍ୱର:୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ବିଜେପି ଓ କଂଗ୍ରେସ ନିଜ ନିଜ ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି । ବିଶେଷ କରି ବିଜେପି ଏବେ କେନ୍ଦ୍ରୀୟ ନେତୃତ୍ୱଙ୍କ ଉପରେ ଭରସା କରୁଥିବା ଦେଖିବାକୁ ମିଳୁଛି । ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କରି ଦଳୀୟ କର୍ମୀଙ୍କୁ ଉତ୍ସାହିତ କରିବା ସହ ଦଳୀୟ ସଂଗଠନ ସଜାଡ଼ୁଛନ୍ତି । ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୩ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି । ତେବେ ୩ ତାରିଖ ପରେ ପ୍ରଧାନମନ୍ତ୍ରୀ ପୁଣି ଆସନ୍ତା ୧୦ ତାରିଖ ଦିନ ଓଡ଼ିଶା ଆସିପାରନ୍ତି । ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଶ୍ରୀ ସାମଲଙ୍କ ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ହେବାକୁ ଥିବା ବିଶାଳ ସମାବେଶରେ ଯୋଗଦେବେ । ଦେଶର ୨ଟି ସ୍ଥାନରେ ବଡ଼ ମହିଳା ସମାବେଶ ଆୟୋଜନଜ ହେବ। ମଧ୍ୟପ୍ରଦେଶ ଓ ଓଡ଼ିଶାରେ ମହିଳା ସମାବେଶ ଆୟୋଜନ ହେବ । ଭୁବନେଶ୍ୱରରେ ହେବାକୁ ଥିବା ମହିଳା ସମାବେଶରେ ୧୪ଟି ରାଜ୍ୟର ୨୫ ହଜାର ମହିଳା ଏକାଠି ହେବ ।  ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଆସନ୍ତା ୩ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଆଇଆଇଏମ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । 

Post Views: 155
Share206Tweet129Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In