• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ରବିବାର ସଂଧ୍ୟା ୭ ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି

by Voice of Victims
June 7, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ରବିବାର ସଂଧ୍ୟା ୭ ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି

ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ଆସନ୍ତା ୯ ତାରିଖ ରବିବାର ସଂଧ୍ୟା ୭ ଟା ୧୫ ମିନିଟରେ ସେ ଶପଥ ନେବେ। ଆଜି ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ଏ ନେଇ ସୂଚନା ଦେଇଛନ୍ତି। ମୋଦୀ ଏନଡିଏର ନେତା ନିର୍ବାଚିତ ହେବା ପରେ ତାଙ୍କୁ ସରକାର ଗଠନ ପାଇଁ ରାଷ୍ଟ୍ରପତି ଡାକିଥିଲେ। ଫଳରେ ମୋଦି ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ଦିନ ଓ ସମୟ ସଂପର୍କରେ ଅବଗତ କରାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ବିଜେପିର ବରିଷ୍ଠ ନେତା ତଥା ଏନଡିଏ ନେତାମାନେ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଥିଲେ। ରବିବାର ଦିନ ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥପାଠ କରାଇବେ। ଏଥିରେ ସହିତ ଏକ ମନ୍ତ୍ରୀମଣ୍ଡଳର ମଧ୍ୟ ଶପଥ ଗ୍ରହଣ ହେବ। ଏହି ଉତ୍ସବରେ ଯୋଗଦେବା ପାଇଁ ବିଦେଶ ଅତିଥୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

Post Views: 23
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In