• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୮ରେ ଶପଥ ନେବେ ମୋଦୀ

by Voice of Victims
June 5, 2024
in ଦେଶ ବିଦେଶ, ମୁଖ୍ୟ ଖବର
୮ରେ ଶପଥ ନେବେ ମୋଦୀ

ନୂଆଦିଲ୍ଲୀ: ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ସେ ଆସନ୍ତା ୮ ତାରିଖ ସଂଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂତ୍ରରୁ ପ୍ରକାଶ ପାଇଛି।  ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଲଗାତାର ତୃତୀୟ ଥର ପାଇଁ ଏନଡିଏ ସରକାର ଗଢିବାକୁ ଯାଉଛି । ଯଦିଓ ଗତ ଦୁଇଟି ନିର୍ବାଚନ ପରି ଏଥର ବିଜେପି ନିଜ ବଳରେ ବହୁମତ ହାସଲ କରିପାରିନାହିଁ କିନ୍ତୁ ଏନଡିଏ ୨୯୦ରୁ ଅଧିକ ଆସନରେ ବିଜୟ ହାସଲ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଗାତାର ତୃତୀୟ ଥର ପାଇଁ ଉତ୍ତରପ୍ରଦେଶର ବାରାଣସୀ ଆସନରୁ ନିର୍ବାଚନ ଜିତିଛନ୍ତି। କଂଗ୍ରେସ ପ୍ରାର୍ଥୀ ଅଜୟ ରାୟଙ୍କୁ ମୋଦୀ ୧,୫୨,୫୧୩ ଭୋଟ ବ୍ୟବଧାନରେ ହରାଇଛନ୍ତି। ତେବେ ୨୦୧୪ ଏବଂ ୨୦୧୯ ତୁଳନାରେ ଚଳିତ ଥର ମୋଦୀଙ୍କ ବିଜୟ ବ୍ୟବଧାନ କମ୍‌ ରହିଛି। ୨୦୧୯ରେ ମୋଦୀଙ୍କ ବିଜୟ ବ୍ୟବଧାନ ୪,୭୯,୫୦୫ ଥିଲା। ୨୦୧୪ରେ ମଧ୍ୟ ମୋଦୀଙ୍କ ବିଜୟ ବ୍ୟବଧାନ ୩,୭୧,୭୮୪ ଥିଲା।

Post Views: 40
Share202Tweet126Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In