• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କ୍ରିକେଟରୁ ସନ୍ନ୍ୟାସ ନେଲେ ମୋଇନ୍

by Voice of Victims
September 8, 2024
in ଦେଶ ବିଦେଶ, ମୁଖ୍ୟ ଖବର
କ୍ରିକେଟରୁ ସନ୍ନ୍ୟାସ ନେଲେ ମୋଇନ୍

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟରୁ ରବିବାର ସନ୍ନ୍ୟାସ ଘୋଷଣା କରିଛନ୍ତି ଇଂଲଣ୍ଡର କିମ୍ବଦନ୍ତୀ ଅଲରାଉଣ୍ଡର ମୋଇନ୍ ଅଲି। ଇଂଲଣ୍ଡ ପାଇଁ ଦୁଇ ଥର ବିଶ୍ଵକପ୍ ଜିତିଥିବା ମୋଇନ୍ ତାଙ୍କ ୧୦ ବର୍ଷର କ୍ୟାରିୟରରେ ଅନେକ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ହ୍ୱାଇଟ ବଲ୍ ସିରିଜ୍ ପାଇଁ ଇଂଲଣ୍ଡ ଦଳରେ ମୋଇନ୍‌ଙ୍କୁ ଚୟନ କରାଯାଇ ନ ଥିଲା, ଯେଉଁଥିପାଇଁ ସେ ଏହି ନିଷ୍ପତ୍ତି ନେଇଥିବା କୁହାଯାଉଛି। ୩୭ ବର୍ଷୀୟ ମୋଇନ ଇଂଲଣ୍ଡ ପାଇଁ ୬୮ ଟେଷ୍ଟ, ୧୩୮ ଦିନିକିଆ ଓ ୯୨ ଟି-୨୦ ମ୍ୟାଚ୍ ଖେଳିଛନ୍ତି। ୨୦୧୯ରେ ଦିନିକିଆ ବିଶ୍ଵକପ୍ ଓ ୨୦୨୨ରେ ଟି-୨୦ ବିଶ୍ଵକପ୍‌ ଜିତିଥିବା ଇଂଲଣ୍ଡ ଦଳର ଅଂଶ ଥିଲେ ମୋଇନ୍ ଅଲି।

Post Views: 24
Share199Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In