• About Us
  • Contact Us
Sunday, July 6, 2025
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ ବଢିବ ମୌସୁମୀ ଜନିତ ବର୍ଷାର ପରିମାଣ: ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା

by Voice of Victims
June 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ତୁହାକୁ ତୁହା ଭିଜିବ ଓଡ଼ିଶା । ଆଜିଠୁ ବଢିବ ମୌସୁମୀ ଜନିତ ବର୍ଷାର ପରିମାଣ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରହିଛି । ତେବେ ୧୮ ତାରିଖ ବେଳକୁ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ମସୁମୀକୁ ସକ୍ରିୟ କରିବାରେ ସହାୟତା କରିବ । ଫଳରେ ବର୍ଷାରୁ ନିସ୍ତାର ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

୨୦ ତାରିଖ ଯାଏ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ମଧ୍ୟ ନବରଙ୍ଗପୁର,କନ୍ଧମାଳ, କଳାହାଣ୍ତି, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଫଳରେ ତାପାମାତ୍ର ଦୁଇରୁ ତିନି ଡିଗ୍ରୀ କମିବ ବୋଲି କହିଛି ପାଣିପାଗ କେନ୍ଦ୍ର ।

Post Views: 22
Share198Tweet124Send
Voice of Victims

Voice of Victims

Recent Posts

  • ଅମରନାଥ ଯାତ୍ରା ସମୟରେ ବଡ଼ ଅଘଟଣ, ୩୬ ଯାତ୍ରୀ ଆହତ
  • ସରିଲା ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା, ଆଜି ଶ୍ରୀମନ୍ଦିରକୁ ବାହୁଡ଼ିଯିବେ ବ୍ରହ୍ମାଣ୍ଡ ଠାକୁର
  • ଉଡ଼ାଣ ପୂର୍ବରୁ ଏୟାର ଇଣ୍ଡିଆ ପାଇଲଟ ଅସୁସ୍ଥ, ସୂଚନା ଜାରି କଲା ଏୟାରଲାଇନ୍ସ
  • ବାହୁଡ଼ା ଯାତ୍ରା ପାଇଁ ଟ୍ରାଫିକ କଟକଣା, ଜାଣନ୍ତୁ ପୁରୀ ଯାଉଥିଲେ କେଉଁଠି ରଖିବେ ଗାଡ଼ି
  • ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In