• About Us
  • Contact Us
Saturday, July 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜୁଲାଇ ୨୦ରୁ ସଂସଦର ମୌସୁମୀ ଅଧିବେଶନ

by Voice of Victims
July 4, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ବଦଳିବ ୬୫ ବର୍ଷ ପୁରୁଣା ଆଇନ୍ : କେନ୍ଦ୍ର ଆଣିବ ସାଂସଦଙ୍କ ଅଯୋଗ୍ୟତା ସମ୍ପର୍କିତ ନୂଆ ଡ୍ରାଫ୍ଟ ବିଲ୍‌

ନୂଆଦିଲ୍ଲୀ: ଚଳିତବର୍ଷ ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଭାରତ ସରକାରଙ୍କ ସୁପାରିଶକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିବା ପରେ ସଂସଦର ଉଭୟ ଗୃହକୁ ଡକାଯାଇଛି ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ସୂଚନା ଦେଇଛନ୍ତି।

କିରେନ ରିଜିଜୁ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ‘X’ରେ କରିଥିବା ପୋଷ୍ଟରେ କହିଛନ୍ତି, “ଭାରତ ସରକାରଙ୍କ ସୁପାରିଶ ଅନୁଯାୟୀ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୨୦୨୬ ମୌସୁମୀ ଅଧିବେଶନ ପାଇଁ ସଂସଦର ଉଭୟ ଗୃହକୁ ଡକାଇବାକୁ ଅନୁମୋଦନ କରିଛନ୍ତି।”ଏହି ଅଧିବେଶନ ସମୟରେ କେନ୍ଦ୍ର ସରକାର ବିଭିନ୍ନ ବିଧେୟକ ଉପସ୍ଥାପନ କରିବା ସହ ଗୁରୁତ୍ୱପୂର୍ଣ୍ଣ ନୀତିଗତ ପ୍ରସଙ୍ଗରେ ଆଲୋଚନା କରିବାର ସମ୍ଭାବନା ରହିଛି। ସେହିପରି ବିରୋଧୀ ଦଳଗୁଡ଼ିକ ମଧ୍ୟ ବିଭିନ୍ନ ଜନସ୍ୱାର୍ଥ ସମ୍ବନ୍ଧୀୟ ପ୍ରସଙ୍ଗ ଉଠାଇପାରନ୍ତି।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ନରସିଂହପୁର କ୍ଲଷ୍ଟରରେ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ସଫଳତାର ସହ ଅନୁଷ୍ଠିତ
  • ରୋଟାରୀ କ୍ଲବ କଟକ କ୍ୟାଣ୍ଟନମେଣ୍ଟ ତରଫରୁ ଡାକ୍ତର ଏବଂ ଚାଟାର୍ଡ଼ ଆକାଉଣ୍ଟାଣ୍ଟ ସମ୍ମାନିତ
  • ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଓମ୍‌ସାର ଆଲୋଚନା ପରେ ଡାକ୍ତର ଆନ୍ଦୋଳନ ସ୍ଥଗିତ, ଆଜିଠୁ କାର୍ଯ୍ୟରେ ଯୋଗ ଦେବେ
  • ରାମ ମନ୍ଦିରରୁ ଚୋରି ଘଟଣା ଦୁଃଖଦାୟକ: ଆରଏସ୍‌ଏସ୍‌
  • ‘ଟେଲିଗ୍ରାମ’କୁ ବଡ଼ ଝଟକା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In