• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଏନକାଉଣ୍ଟରରେ ୮ ରୁ ଅଧିକ ମାଓବାଦୀ ନିହତ

by Voice of Victims
February 1, 2025
in ମୁଖ୍ୟ ଖବର, ରାଜ୍ୟ
ଏନକାଉଣ୍ଟରରେ ୮ ରୁ ଅଧିକ ମାଓବାଦୀ ନିହତ

ଭୁବନେଶ୍ବର : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ଅନ୍ତର୍ଗତ ତୋଡକା ଜଙ୍ଗଲ ରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ୮ ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ।  ଏବେବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । STF, DRG ଏବଂ CRPF ଜବାନଙ୍କ କମ୍ବିଙ୍ଗ ଅପରେସନ ବେଳେ ପୋଲିସକୁ ମିଳିଛି ବଡ଼ ସଫଳତା ।

Post Views: 198
Share209Tweet131Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In