• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ଆନ୍ଦୋଳନ

by Voice of Victims
September 18, 2024
in ମୁଖ୍ୟ ଖବର, ରାଜ୍ୟ
ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ଆନ୍ଦୋଳନ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଗୁରୁଭେନ୍ସ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ୟାତନା ମାମଲାରେ କ୍ଷୋଭ ପ୍ରକାଶ କରିଛନ୍ତି ଅବସରପ୍ରାପ୍ତ ଅନେକ ସେନା କର୍ମଚାରୀ। ଏନେଇ ପୁଲିସ ସେବା ଭବନ ଆଗରେ ଆନ୍ଦୋଳନ କରିଛନ୍ତି। ନିଲମ୍ବିତ ହୋଇଥିବା ୫ଜଣଙ୍କ ବିରୋଧରେ କଡା କାର୍ୟ୍ୟାନୁଷ୍ଠାନ ଦାବିରେ ପୂର୍ବତନ ସେନା କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। ଆଇନ ଅନୁସାରେ କାର୍ୟ୍ୟାନୁଷ୍ଠାନ ନେବାକୁ ଦାବି କରିବା ସହ ଘଟଣାକୁ ଦୁର୍ଭାଗ୍ୟଜନକ କହି ତୀବ୍ର ନିନ୍ଦା କରିଛନ୍ତି। ଏଠାରେ କହି ରଖୁ ଯେ ଏହି ଘଟଣାରେ ଭରତପୁର ଥାନାର ପୂର୍ବତନ ଆଇଆଇସିଙ୍କ ସମେତ ୫ଜଣଙ୍କୁ ନିଲମ୍ବିତ କରିଛନ୍ତି ପୁଲିସ ଡିଜି। ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର, ସବ୍‌‌ ଇନ୍ସପେକ୍ଟର ବୈଶାଳିନୀ ପଣ୍ଡା, ମହିଳା ଏଏସଆଇ ସଲୀଳମୟୀ ସାହୁ ଓ ସାଗରିକା ରଥଙ୍କୁ ନିଲମ୍ବନ କରାଯାଇଛି। ସେହିପରି କନଷ୍ଟେବଳ ବଳରାମ ହାଁସଦାଙ୍କୁ ମଧ୍ୟ ସସପେଣ୍ଡ କରିଛନ୍ତି ଡିଜିପି।

Post Views: 24
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In