• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୩୩% ନାରୀ ଶକ୍ତିଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ

by Voice of Victims
April 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୩୩% ନାରୀ ଶକ୍ତିଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ

Oplus_131072

୩୩% ନାରୀ ଶକ୍ତିଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ନାରୀ ଶକ୍ତି ବନ୍ଦନ ଅଧିନିୟମ ସଂସଦର ପାରିତ ହୋଇ ନ ପାରିବା ଓ ଏହାକୁ ନେଇ ବିରୋଧୀଙ୍କ ଭୂମିକାକୁ ସମାଲୋଚନା କରିଛନ୍ତ୍ରି ଅପରାଜିତା । ଆଜି ସମ୍ବଲପୁର ଗସ୍ତ ସମୟରେ କଂଗ୍ରେସକୁ କଡ଼ା ସମାଲୋଚନା କରି ସାଂସଦ କହିଛନ୍ତି ଯେ ସଂସଦରେ ଯାହା ଘଟିଲା ତାହା ସମସ୍ତେ ଜାଣନ୍ତୁ ଏବଂ ମହିଳା ଜାଣନ୍ତୁ । ୧୭ ତାରିଖ ଆମ ଦେଶର କଳାଦିବସ । ସେପ୍ଟେମ୍ବର, ୨୦୨୩ରେ ନୀରି ଶକ୍ତି ବନ୍ଦନମ ଅଧିନିୟମ ସର୍ବସମ୍ମତି କ୍ରମେ ପାରିତ କରାଗଲା । କେବଳ ଦୁଇ ଜଣ ସାଂସଦ ଏହାକୁ ବିରୋଧ କରିଥିଲେ । ଯାହା ଦ୍ୱାରା ମହିଳା ୩୩ ପ୍ରତିଶତ ମହିଳାଙ୍କୁ ସଂରକ୍ଷଣ ମିଳିବ । ଏହି ୩୩ ପ୍ରତିଶତରେ ଅନୁସୂଚିତ ଜାତି ଓ ଜନଜାତି ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ରହିଥିଲା । ସେହି ଅଧିନିୟମରେ ଗୋଟିଏ ବାଧ୍ୟତାମୂଳକ ବିନ୍ଦୁ ଥିଲା ଯେ ସୀମା ପୁନଃନିର୍ଦ୍ଧାରଣ କରାଯିବ । ସେଥିପାଇଁ ଏହି ଅଧିନିୟମକୁ ଲାଗୁ କରିବାକୁ ପୁଣି ଥରେ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଥିଲା ।

ସେ ଆଉ ମଧ୍ୟ କହିଛନ୍ତି କେନ୍ଦ୍ର ମନ୍ତ୍ରୀ ୩ଟି ବିଲକୁ ଆଗତ କରିଥିଲେ । କିନ୍ତୁ ଇଣ୍ଡି ମେଣ୍ଟର ଚାରୋଟି ପ୍ରମୁଖ ଦଳ ଯଥା, କଂଗ୍ରେସ, ସମାଜବାଦୀ ପାର୍ଟି, ଡିଏମକେ ଏବଂ ତୃଣମୂଳ କଂଗ୍ରେସର ସଦସ୍ୟମାନେ ବିରୋଧ କଲେ । ଯାହାକୁ ପୂର୍ବରୁ ସମ୍ମତି ପ୍ରଦାନ କରିଥିଲେ ଏବଂ ପୁନଃ ସୀମାନିର୍ଦ୍ଧାରଣ ପାଇଁ ସମ୍ମତି ପ୍ରକାଶ କରିଥିଲେ । ଯେତେବେଳେ ପ୍ରଧାନମନ୍ତ୍ରୀ ଏହାକୁ ଲାଗୁ କରିବାକୁ ଚେଷ୍ଟା କଲେ ତାକୁ ବିରୋଧ କରାଗଲା ।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In