• About Us
  • Contact Us
Thursday, February 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

‘ନରେନ୍ଦ୍ର ମୋଦି ପୂର୍ବଜନ୍ମରେ ମହାରାଜ ଛତ୍ରପତି ଶିବାଜୀ ଥିଲେ’; ପ୍ରଦୀପ ପୁରୋହିତ

by Voice of Victims
March 18, 2025
in ଦେଶ ବିଦେଶ, ମୁଖ୍ୟ ଖବର
‘ନରେନ୍ଦ୍ର ମୋଦି ପୂର୍ବଜନ୍ମରେ ମହାରାଜ ଛତ୍ରପତି ଶିବାଜୀ ଥିଲେ’; ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ପୂର୍ବଜନ୍ମରେ ଯିଏ ଛତ୍ରପତି ଶିବାଜୀ ମହାରାଜ ଥିଲେ ଏ ଜନ୍ମରେ ନରେନ୍ଦ୍ର ମୋଦି ହୋଇଛନ୍ତି ବୋଲି ଆଜି ସଂସଦରେ ଏଭଳି ଅଜବ ଯୁକ୍ତି ବାଢିଛନ୍ତି ବିଜେପି ସାଂସଦ ପ୍ରଦୀପ ପୁରୋହିତ ।

ବରଗଡ଼ ସାଂସଦ ଆହୁରି କହିଛନ୍ତି ଯେ, ଗନ୍ଧମାର୍ଦ୍ଦନ ପାହାଡ଼ରେ ରହୁଥିବା ଗିରିଜା ବାବା ମୋତେ କହିଛନ୍ତି ଯେ, ପୂର୍ବଜନ୍ମରେ ଯିଏ ଛତ୍ରପତି ଶିବାଜୀ ମହାରାଜ ଥିଲେ ଏ ଜନ୍ମରେ ନରେନ୍ଦ୍ର ମୋଦୀ ହୋଇ ଜନ୍ମ ହୋଇଛନ୍ତି । ସେଥିପାଇଁ ଦେଶକୁ ବିକଶିତ କରିବା ଦିଗରେ ଲାଗି ପଡିଛନ୍ତି ମୋଦି । ତେବେ ସାଂସଦ ପ୍ରଦୀପ ପୁରୋହିତଙ୍କ ଏଭଳି ମନ୍ତବ୍ୟ ପରେ ଏବେ ଚାରଆଡେ ଚର୍ଚ୍ଚା ଯୋର ଧରିଛି ।

Post Views: 84
Share198Tweet124Send
Voice of Victims

Voice of Victims

Recent Posts

  • ଦୋଳପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ, ସୂଚନା ଦେଲେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ
  • କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ, ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି କ୍ୟାସ୍
  • ଶାରୀରିକ ସମ୍ପର୍କ ପରେ କୁଣ୍ଡଳୀ ମେଳକ ବାହାନା କରି ବିବାହ ମନା କରିବା ଅପରାଧ: ଦିଲ୍ଲୀ ହାଇକୋର୍ଟ
  • ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଦେବନୀତି କରାଯିବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In