• About Us
  • Contact Us
Friday, September 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟ ନିର୍ବାଚନ କମିଶନରଙ୍କ ତୁରନ୍ତ ଇସ୍ତଫା ଦାବି କଲେ ନବୀନ

by Voice of Victims
September 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମୁଖ୍ୟ ନିର୍ବାଚନ କମିଶନରଙ୍କ ତୁରନ୍ତ ଇସ୍ତଫା ଦାବି କଲେ ନବୀନ

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ କମିଶନରଙ୍କ ତୁରନ୍ତ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ । ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ନିର୍ବାଚନ କମିଶନରମାନଙ୍କ ସହ ମୁଖ୍ୟ ନିର୍ବାଚନ କମିଶନରଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତୀବ୍ର ମତଭେଦ ଦେଖା ଦେଇଛି । ଏଭଳି ସ୍ଥିତିରେ ଗଣତାନ୍ତ୍ରିକ ବ୍ୟବସ୍ଥାର ସ୍ୱଚ୍ଛତା ବଜାୟ ରଖିବା ପାଇଁ ମୁଖ୍ୟ ନିର୍ବାଚନ କମିଶନର ତୁରନ୍ତ ନିଜ ପଦବୀରୁ ଇସ୍ତଫା ଦେବା ଉଚିତ । ଏହା ସହିତ ସମଗ୍ର SIR ପ୍ରକ୍ରିୟାର ଏକ ପୁଙ୍ଖାନୁପୁଙ୍ଖ ପୁନଃସମୀକ୍ଷା କରିବାକୁ ସେ ଦୃଢ଼ ଦାବି ଜଣାଇଛନ୍ତି । ​

ବର୍ତ୍ତମାନ ଦେଶରେ ଚାଲିଥିବା SIR ପ୍ରକ୍ରିୟାକୁ ନେଇ ଚାଲିଥିବା ଝଡ଼ ଭିତରେ ନବୀନ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । କହିଛନ୍ତି ତାଙ୍କ ଦଳ ଆରମ୍ଭରୁ ହିଁ ଏହି ପ୍ରକ୍ରିୟାକୁ ବିରୋଧ କରିଆସିଛି । ନବୀନଙ୍କ କହିବା ଅନୁସାରେ, BJD ଆରମ୍ଭରୁ ହିଁ SIR ପ୍ରକ୍ରିୟାକୁ ନେଇ ଆପତ୍ତି ଜଣାଇ ଆସିଛି । ଭୋଟର ତାଲିକାର ସଂଶୋଧନ ସମୟରେ ଯେପରି କୌଣସି ଯୋଗ୍ୟ ଭୋଟରଙ୍କ ନାମ ବାଦ ନପଡ଼େ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ଦଳୀୟ ନେତା ଓ କର୍ମୀଙ୍କୁ ସେ ପୂର୍ବରୁ କହିଥିବା ଖବର ପ୍ରକାଶ ପାଇଛି । 

Post Views: 18
Share198Tweet124Send
Voice of Victims

Voice of Victims

Recent Posts

  • ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା, ଗବେଷଣା ଓ ନବସୃଜନର ଆବଶ୍ୟକତା ରହିଛି: ସୋଆ ଉପସଭାପତି
  • ନିଶାମୁକ୍ତ ଯୁବପିଢ଼ି ହିଁ ବିକଶିତ ଭାରତର ଆଧାର, ଆଇଟିଇଆରରେ ନଶା ମୁକ୍ତି ୟୁବା – ବିକଶିତ ଭାରତ ୨.୦ କାର୍ଯ୍ୟକ୍ରମ ଆୟୋଜିତ
  • ବଜ୍ରପାତରୁ ମୁକୁଳିବାକୁ ୨ଶହ ତାଳ ବିହନ ରୋପଣ 
  • ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବରିଷ୍ଠ ନାଗରିକଙ୍କ ପାଇଁ ହେବ ସ୍ୱତନ୍ତ୍ର କାଉଣ୍ଟର: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
  • ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାଜସ୍ୱ ମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In