• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନବୀନ ଓଡ଼ିଶାର ସମ୍ପତ୍ତି କି କୌଣସି ବ୍ୟକ୍ତିର ନୁହଁନ୍ତି: ଅଶୋକ ପଣ୍ଡା

by Voice of Victims
August 28, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ନବୀନ ଓଡ଼ିଶାର ସମ୍ପତ୍ତି କି କୌଣସି ବ୍ୟକ୍ତିର ନୁହଁନ୍ତି: ଅଶୋକ ପଣ୍ଡା

ଭୁବନେଶ୍ୱର: ଆଇ ଆମ୍ ଡାଉନ୍ ବଟ୍ ନଟ୍ ଆଉଟ୍’ ପ୍ରସଙ୍ଗରେମୁହଁ ଖୋଲିଲେ ବରିଷ୍ଠ ବିଜେଡି ନେତା ତଥା ଭୁବନେଶ୍ବର ଜିଲ୍ଲା ବିଜେଡି ସଭାପତି ଅଶୋକ ପଣ୍ଡା । ଆଇ ଆମ୍ ଡାଉନ୍ ବଟ୍ ନଟ୍ ଆଉଟ୍ ପ୍ରସଙ୍ଗକୁ ନେଇ ସେ କହିଛନ୍ତି ନବୀନ ସାଢ଼େ ଚାରି କୋଟି ଓଡ଼ିଆଙ୍କ ସମ୍ପତ୍ତି । ସେ କାହାର ବ୍ୟକ୍ତିଗତ ସମ୍ପତ୍ତି ନୁହଁନ୍ତି ।

ଏହା ସହ ଅଶୋକ ପଣ୍ଡା ବଦ୍ରି ପାତ୍ରଙ୍କ ମନ୍ତବ୍ୟକୁ ନେଇ କହିଛନ୍ତି ଯେ ଏ ବାବଦରେ ମୁ କିଛି କହିପାରିବେନି । ଯିଏ କହିଛନ୍ତି, ଯାହା ଉଦ୍ଦେଶ୍ୟରେ କହିଛନ୍ତି ସେ କହିପାରିବେ । ୪୧ ପ୍ରତିଶତ ଜନାଦେଶ ପାଇଛୁ, ଆଉଟ୍‌ ହେବାର ପ୍ରଶ୍ନ ଉଠୁ ନାହିଁ । ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି ।

ସେ ଆଉ ମଧ୍ୟ କହିଛନ୍ତି ଶ୍ରୀରାମଙ୍କ ୧୪ ବର୍ଷ ବନବାସ ବେଳେ ସୀତାଙ୍କ ପାଇଁ ଲକ୍ଷ୍ମଣରେଖା ଟାଣିଥିଲେ ଲକ୍ଷ୍ମଣ । ସବୁ କ୍ଷେତ୍ରରେ ଶୃଙ୍ଖଳା ଅନୁଶାସନର ଆବଶ୍ୟକତା ରହିଛି । ଦଳ ସମସ୍ତଙ୍କୁ ନେଇ ଚାଲିବ, ନିର୍ଦ୍ଦିଷ୍ଟ ବର୍ଗଙ୍କୁ ନେଇ ଚାଲିପାରିବ ନାହିଁ ।

Post Views: 154
Share209Tweet131Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In