• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସତ୍ୟବାଦୀରେ ଚାଷୀଙ୍କୁ ଭେଟିଲେ ନବୀନ: ଚାଷୀଙ୍କୁ ତୁରନ୍ତ ସାହାଯ୍ୟ କରିବାକୁ ସରକାରଙ୍କୁ କଲେ ଦାବି

by Voice of Victims
December 31, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସତ୍ୟବାଦୀରେ ଚାଷୀଙ୍କୁ ଭେଟିଲେ ନବୀନ: ଚାଷୀଙ୍କୁ ତୁରନ୍ତ ସାହାଯ୍ୟ କରିବାକୁ ସରକାରଙ୍କୁ କଲେ ଦାବି

ସତ୍ୟବାଦୀ (ଭିଓଭି): ଆଜି ୨୦୨୪ ମସିହାର ଶେଷ ଦିନରେ ସତ୍ୟବାଦୀ ଗସ୍ତ କରି ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଧାନକ୍ଷେତର ସ୍ଥିତି ପରଖିଛନ୍ତି। ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ସତ୍ୟବାଦୀ ନିର୍ବାଚନ ମଣ୍ଡଳୀର ଶୁକଳ ପଞ୍ଚାୟତ ମେଳଣ ପଡ଼ିଆରେ ଆଜି ପୂର୍ବାହ୍ନରେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିଲେ। ହଜାର ହଜାର ଲୋକ ନବୀନଙ୍କୁ ଦେଖିବାକୁ ସେଠାରେ ରୁଣ୍ଡ ହୋଇଥିଲେ। ନବୀନ ମଧ୍ୟ ଚାଷୀମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବାକୁ ମୋହନ ସରକାରଙ୍କ ନିକଟରେ ଦାବି କରିଥିଲେ। ନବୀନଙ୍କ ଏହି ଗସ୍ତ ବେଳେ ପୁରୀ ଜିଲ୍ଲା ବିଜେଡି ନେତା ଉମାକାନ୍ତ ସାମନ୍ତରାୟ, ସଞ୍ଜୟ ଦାସବର୍ମା, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ରୁଦ୍ର ମହାରଥି, ରାଜ୍ୟସଭା ସଦସ୍ୟ ସୁଭାଶିଷ ଖୁଣ୍ଟିଆ, ପୁରୀ ବିଧାୟକ ସୁନୀଲ ମହାନ୍ତି, ସତ୍ୟବାଦୀ ବ୍ଲକ୍ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ପ୍ରମୂଖ ଉପସ୍ଥିତ ରହିଥିଲେ। ନବୀନଙ୍କ ଏହି ଗସ୍ତରେ ପ୍ରବଳ ଜନସମାଗମ ରାଜନୀତି ପାଣିପାଗକୁ ସରଗରମ କରିଛି।

Post Views: 171
Share201Tweet126Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In