• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସ୍ବାସ୍ଥ୍ୟ ପାଇଁ ଭୁବନେଶ୍ବରରେ ଅନୁପସ୍ଥିତ ରହିବେ ନବୀନ, କିଏ ବୁଝିବ ଦଳୀୟ ବ୍ୟାପାର ? ସ୍ପଷ୍ଟ କଲେ ସଭାପତି

by Voice of Victims
June 18, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସ୍ବାସ୍ଥ୍ୟ ପାଇଁ ଭୁବନେଶ୍ବରରେ ଅନୁପସ୍ଥିତ ରହିବେ ନବୀନ, କିଏ ବୁଝିବ ଦଳୀୟ ବ୍ୟାପାର ? ସ୍ପଷ୍ଟ କଲେ ସଭାପତି

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରଧୀଦଳର ନେତା ଚିକିତ୍ସା ପାଇଁ ମୁମ୍ବାଇ ଯିବେ। ସେ ଆସନ୍ତା 20 ତାରିଖରେ ମୁମ୍ବାଇ ଗସ୍ତ କରିବେ ଏବଂ 22 ତାରିଖରେ ତାଙ୍କର ଚିକିତ୍ସା ହେବ। ସେ ମୁମ୍ବାଇର ପ୍ରଖ୍ୟାତ ହସପିଟାଲ କୋକିଳବେନ ଧିରୁଭାଇ ଆମ୍ବାନୀ ହସପିଟାଲରେ ଚିକିତ୍ସିତ ହେବେ। ତାଙ୍କର ଚିକିତ୍ସା ବ୍ୟବସ୍ଥା ନବୀନଙ୍କ ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ବୁଝାବୁଝି କରୁଛନ୍ତି।

ତେବେ ତାଙ୍କ ଅନୁପସ୍ଥିତରେ ବିଜେଡିର ଦୈନ୍ୟନ୍ଦିନ କଥା କିଏ ବୁଝିବ ସେ ନେଇ ବିଭିନ୍ନ ମହଲରେ ଆଶଙ୍କା ସୃଷ୍ଟି ହୋଇଛି। କାରଣ ନବୀନ ବାହାରକୁ ଗଲେ ଦଳ ଭିତରେ ବିଦ୍ରୋହର ସ୍ବର ଉଠୁଛି। ତେବେ ଏସବୁକୁ ଧ୍ୟାନରେ ରଖି ନବୀନ ଯିବା ପୂର୍ବରୁ ସେ ନେଇ ସମସ୍ତ କାର୍ଯ୍ୟ କରିସାରିଛନ୍ତି। ଏ ନେଇ ନବୀନ ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ବିଜୁ ଜନତା ଦଳ ତରଫରୁ ପ୍ରକାଶିତ ଏବଂ ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ପ୍ରକାଶ ହୋଇଛି। ଏଥିରେ କୁହାଯାଇଛି ଯେ, ମୋର ଅନୁପସ୍ଥିତରେ ବିଜେଡିର ରାଜନୈତିକ ବ୍ୟାପାର କମିଟ ଦଳୀୟ ବ୍ୟାପାର ଉପରେ ନିଷ୍ପତି ଗ୍ରହଣ କରିବେ। ଏଥିସହିତ ଦଳର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ମଧ୍ୟ ବିଜେଡି ଅଫିସରେ ରହି ବିଭିନ୍ନ ଛାମୁଆ ସଂଗଠନ ସହିତ ସମନ୍ବୟ ରଖିବେ।

Post Views: 44
Share200Tweet125Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In