• About Us
  • Contact Us
Saturday, February 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି, ୧ ଘଣ୍ଟା ୧୦ ମିନିଟ ବିଳମ୍ବରେ ନୂଆପଡ଼ାକୁ କଲେ ଯାତ୍ରା

by Voice of Victims
November 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବିଜେଡି ସଭାପତି ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା

ନୂଆପଡ଼ା: ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି । ଭୁବନେଶ୍ବର ଏୟାରପୋର୍ଟରୁ କ୍ଲିଅରାନ୍ସ ପାଇବାରେ ୧ ଘଣ୍ଟାରୁ ଅଧିକ ବିଳମ୍ବ ହେଲା । ଫଳରେ ୧ ଘଣ୍ଟା ୧୦ ମିନିଟ ବିଳମ୍ବରେ ନବୀନ ନୂଆପଡ଼ା ଯାତ୍ରା କରିଛନ୍ତି । ହେଲିକପ୍ଚର ଉଡ଼ାଣରେ ଅନୁମତି ବିଳମ୍ବ ପଛରେ ଷଡଯନ୍ତ୍ର ଅଭିଯୋଗ ଆଣିଛି ବିଜେଡି ।

ଆଜି ନୂଆପଡ଼ାରେ ବିଶାଳ ରୋଡ୍ ସୋ କରିବେ ବିଜେଡି ସୁପ୍ରିମୋ । ଖରିଆର ରୋଡ୍ ରୁ ନୂଆପଡ଼ା ଏନଏସି ପର୍ଯ୍ୟନ୍ତ ରୋଡ୍ ସୋ କରିବେ । ବାଟରେ ୬ଟି ସ୍ଥାନରେ ଜନସାଧାରଣଙ୍କୁ ଉଦବୋଧନ ଦେବା କାର୍ଯ୍ୟକ୍ରମ ରହିଛି। ପ୍ରଥମେ ଖରିଆର ରୋଡ ପୋଲିସ ଥାନା ନିକଟ ପଡିଆରେ ପହଞ୍ଚିବେ ନବୀନ । ସେଠାରୁ ଏକ ରୋଡ଼ ଶୋ’ରେ ନୂଆପଡ଼ା ପର୍ଯ୍ୟନ୍ତ ଆସିବେ । ଖରିଆର ରୋଡ଼ର ଡାଗାସ ଛକ, ବିଜୁ ପଟ୍ଟନାୟକ ଛକ, ଲଖ୍ମାନିଆ ଛକରେ ଉପସ୍ଥିତ ଜନତାଙ୍କୁ ନବୀନ ସମ୍ୱୋଧନ କରିବେ।

ଏହା ପରେ ରୋଡ଼ ଶୋ’ରେ ନୂଆପଡ଼ା ଏନଏସିରେ ପହଞ୍ଚି ସୂର୍ଯ୍ୟନଗର ଛକ, ଗାୟତ୍ରୀ ମନ୍ଦିର ଛକ ଓ ଏକତା ଛକରେ ଜନତାଙ୍କୁ ସମ୍ବୋଧିତ କରିବେ। ନୂଆପଡ଼ାର ପାରକୋଡ୍ ଠାରେ ଏକ ବିଶାଳ ସାଧାରଣ ସଭାକୁ ସମ୍ୱୋଧିତ କରିବେ ବିଜେଡି ସଭାପତି। ଗତ ୩ ତାରିଖରେ ନବୀନ ନିର୍ବାଚନ ପ୍ରଚାରରେ ବେଇମାନ,ପ୍ରାର୍ଥୀ ଚୋରି ଓ ବିଶ୍ବାସଘାତକ ଶବ୍ଦ ବ୍ୟବହାର କରିବା ପରେ ନୂଆପଡ଼ା ଉନିର୍ବାଚନରେ ଏହା ପ୍ରମୁଖ ପ୍ରସଙ୍ଗ ହୋଇଛି। ଆଜି ପ୍ରଚାର ବେଳେ କଣ କହିବେ ନବୀନ ତାକୁ ଅପେକ୍ଷା

Post Views: 71
Share199Tweet125Send
Voice of Victims

Voice of Victims

Recent Posts

  • ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen
  • ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୩ରୁ ରାଜ୍ୟରେ ବିଜୁଳି ଘଡଘଡି
  • ସ୍ବାସ୍ଥ୍ୟ ସେବା ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ, ଏସିବିର ପୁନର୍ବିକାଶ ପାଇଁ ୧ ହଜାର କୋଟି
  • ୨୦୨୬-୨୭ ପାଇଁ ୩.୧୦ ଲକ୍ଷ କୋଟି ଟଙ୍କାର ବଜେଟ୍ : କେଉଁ ବିଭାଗ ପାଇଁ କେତେ, ଭିତ୍ତିଭୂମି ସମ୍ପ୍ରସାରଣ, ନିଯୁକ୍ତି ସୁଯୋଗ ଉପରେ ଗୁରୁତ୍ବ
  • ଇରାନକୁ ଟ୍ରମ୍ପଙ୍କ ଶେଷ ଚେତାବନୀ! ସୁଧୁରି ଯାଉ ଇରାନ, ନହେଲେ ଭୟଙ୍କର ପରିଣାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In