• About Us
  • Contact Us
Thursday, May 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା ପ୍ରସଙ୍ଗରେ ମୋହନଙ୍କୁ ନବୀନଙ୍କ ଚିଠି, ଅଭିଯୁକ୍ତଙ୍କୁ ଗିରଫ ସହ ଶିଶୁ କନ୍ୟାକୁ ଥାଇଥାନ ଦାବି

by Voice of Victims
May 6, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସ୍ବାସ୍ଥ୍ୟ ପାଇଁ ଭୁବନେଶ୍ବରରେ ଅନୁପସ୍ଥିତ ରହିବେ ନବୀନ, କିଏ ବୁଝିବ ଦଳୀୟ ବ୍ୟାପାର ? ସ୍ପଷ୍ଟ କଲେ ସଭାପତି

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଅଞ୍ଚଳରେ ଶିଶୁ କନ୍ୟା ସମ୍ମୁଖରେ ଗର୍ଭବତୀ ମହିଳାଙ୍କୁ ହତ୍ୟା ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ହିଞ୍ଜିଳି ବିଧାୟକ ତଥା ବିରୋଧୀ ନେତା ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡି ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଓ ଶିଶୁ କନ୍ୟାର ଥଇଥାନ ଦାବି କରିଛନ୍ତି ବିରୋଧୀ ଦଳ ନେତା ।

ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଅଞ୍ଚଳରେ ଗତକାଲି ଘଟିଛି ଏକ ହୃଦୟବିଦାରକ ସମ୍ବେଦନଶୀଳ ଘଟଣା । ପତ୍ନୀ ପରିଚୟ ଦାବିରେ ଶାଶୁ ଘର ଆଗରେ ବସିଥିବା ଜଣେ ଗର୍ଭବତୀ ମହିଳାଙ୍କୁ ସ୍ୱାମୀଙ୍କ ନାବାଳକ ଭାଇ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏଭଳି ଏକ ସ୍ପର୍ଶକାତର ଘଟଣାକୁ ନେଇ ରାଜନୈତିକ ମହଲରେ ମଧ୍ୟ ତୀବ୍ର ଚର୍ଚ୍ଚା ଆରମ୍ଭ ହୋଇଛି । ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାକୁ ଉଦବେଗ ପ୍ରକାଶ କରିଛନ୍ତି । ଘଟଣାରେ ହସ୍ତକ୍ଷେପ କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ନବୀନ ।

Post Views: 17
Share198Tweet124Send
Voice of Victims

Voice of Victims

Recent Posts

  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ
  • ପିଏ ହତ୍ୟା ମାମଲା ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ
  • ନିର୍ବାଚନ ପ୍ରକ୍ରିୟାକୁ ସୁଗମ କରିବାରେ ECINETର ଭୂମିକା ଗୁରୁତ୍ବପୂର୍ଣ୍ଣ
  • ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା ପ୍ରସଙ୍ଗରେ ମୋହନଙ୍କୁ ନବୀନଙ୍କ ଚିଠି, ଅଭିଯୁକ୍ତଙ୍କୁ ଗିରଫ ସହ ଶିଶୁ କନ୍ୟାକୁ ଥାଇଥାନ ଦାବି
  • ସାରା ଓଡ଼ିଶାରେ ତାଣ୍ଡବ ରଚିବ କାଳବୈଶାଖୀ, ସବୁ ଜିଲ୍ଲାକୁ ସତର୍କତା ଜାରି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In