• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଏନଡିଏ ଘୋଷଣା କଲା ଉପରାଷ୍ଟ୍ରପତି ପ୍ରାର୍ଥୀ, ଜାଣନ୍ତୁ ଏନଡିଏର  ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ବାବଦରେ

by Voice of Victims
August 17, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଏନଡିଏ ଘୋଷଣା କଲା ଉପରାଷ୍ଟ୍ରପତି ପ୍ରାର୍ଥୀ, ଜାଣନ୍ତୁ ଏନଡିଏର  ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ବାବଦରେ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ଏନଡିଏ ତରଫରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ରବିବାର ବିଜେପି ସଂସଦୀୟ ଦଳ ବୈଠକରେ ତାଙ୍କ ନାମ ଘୋଷଣା କରାଯାଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା କହିଛନ୍ତି କି, ସିପି ରାଧାକୃଷ୍ଣନ ଏବେ ମହାରାଷ୍ଟ୍ରର ରାଜ୍ୟପାଳ ଅଛନ୍ତି । ଏହା ପୂର୍ବରୁ ସେ ଝାଡ଼ଖଣ୍ଡର ବି ରାଜ୍ୟପାଳ ଥିଲେ । ସେ ୪୦ ବର୍ଷ ଧରି ରାଜନୀତିରେ ରହିଛନ୍ତି । ଏହାସହ ସେ ୨ ଥର ସାଂସଦ ଭାବେ ମଧ୍ୟ ନିର୍ବାଚିତ ହୋଇଛନ୍ତି । ସିିପି ରାଧାକୃଷ୍ଣନ ୨୦୦୪-୨୦୦୭ ପର୍ଯ୍ୟନ୍ତ ତାମିଲନାଡୁ ବିଜେପିର ଅଧ୍ୟକ୍ଷ ଥିଲେ । 

ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ହେଲେ ଇଣ୍ଡିଆ ମେଣ୍ଟ ତରଫରୁ ଏନେଇ କୌଣସି ସ୍ପଷ୍ଟ ଚିତ୍ର ଦେଖିବାକୁ ମିଳିନାହିଁ । ହେଲେ ବିରୋଧୀ ମେଣ୍ଟ ତରଫରୁ ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରାଯିବ ବୋଲି ଆଶା କରାଯାଉଛି ।  

Post Views: 124
Share202Tweet127Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In