• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ ସହ ଦୁଇ ଉପମୁଖ୍ୟମନ୍ତ୍ରୀ

by Voice of Victims
June 12, 2024
in ମୁଖ୍ୟ ଖବର, ରାଜ୍ୟ
ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ ସହ ଦୁଇ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏନେଇ ବୁଧବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଛନ୍ତି।  ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହିତ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା।  ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି। ଏହି ଶପଥ ସମାବେଶରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ବହୁ ଭିଭିଆଇପି ଉପସ୍ଥିତ ଥିଲେ।

Post Views: 31
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In