• About Us
  • Contact Us
Thursday, September 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେବ ନୂଆ ପ୍ୟାକେଜ

by Voice of Victims
January 13, 2024
in ମୁଖ୍ୟ ଖବର, ରାଜ୍ୟ
କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେବ ନୂଆ ପ୍ୟାକେଜ

ଭୁବନେଶ୍ବର: ଖୁବଶୀଘ୍ର କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ନୂଆ ପ୍ୟାକେଜ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। କେନ୍ଦୁପତ୍ର ତୋଳାଳିଙ୍କ ଆବେଦନ କ୍ରମେ ସେମାନଙ୍କ ପରିବାର ସଦସ୍ୟଙ୍କ ବିବାହ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ପାଣ୍ଡିଆନ ସୂଚନା ଦେଇଛନ୍ତି। ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିବେ ବୋଲି ପାଣ୍ଡିଆନ କହିଛନ୍ତି। ସମ୍ବଲପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ପଦ୍ମପୁର ଉପନିର୍ବାଚନ ସମୟରେ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ପାଇଁ କେନ୍ଦ୍ରମନ୍ତ୍ରୀ ଘୋଷଣା କରିଥିଲେ। ହେଲେ ପ୍ରତ୍ୟାହାର ପ୍ରସଂଗରେ କେନ୍ଦ୍ରମନ୍ତ୍ରୀଙ୍କ ଉଦାସୀନତା ନେଇ ସମାଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ। ଏ ପର୍ଯ୍ୟନ୍ତ କେନ୍ଦ୍ରମନ୍ତ୍ରୀ ତାଙ୍କ ପ୍ରତିଶ୍ରୁତି ପାଳନ କରି ନ ଥିବା ବେଳେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉପରୁ ନିଜ ଭାଗର ୮ ପ୍ରତିଶତ ଟିକସ ଛାଡ କରିଛନ୍ତି। ରାଜ୍ୟ ସରକାର ସମଗ୍ର ଦେଶରେ ପ୍ରଥମ ରାଜ୍ୟ ଭାବେ କେନ୍ଦ୍ରୁପତ୍ର ତୋଳାଳିଙ୍କୁ ବୋନସ ଦେଉଛି ବୋଲି ସେ କହିଛନ୍ତି।

Post Views: 160
Share198Tweet124Send
Voice of Victims

Voice of Victims

Recent Posts

  • ବିହାର ସମସ୍ତିପୁରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ; ଭିଡିଓ ଭାଇରାଲ, ୪ ଅଭିଯୁକ୍ତ ଗିରଫ
  • ଚଳନ୍ତା ବସରେ ଭୟଙ୍କର ଅଗ୍ନିକାଣ୍ଡ, ୯ ମୃତ
  • କଟକରେ ପନିରକୁ ନେଇ ବଡ଼ ଖୁଲାସା, ମିଶୁଛି ମଇଦା ଓ ଡିଟରଜେଣ୍ଟ
  • ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ, ଦକ୍ଷିଣ ଓଡ଼ିଶାରେ ଝଡ଼ବର୍ଷାର ତାଣ୍ଡବ
  • ଗୀତା ପରିବାର ପକ୍ଷରୁ ସମ୍ପୂର୍ଣ୍ଣ ଗୀତା ପାରାୟଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In