• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ନାମାଙ୍କନ

by Voice of Victims
October 13, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା, ଅକ୍ଟୋବର ୨୪ରେ ହେବ ଭୋଟ୍

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲା । ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ନୂଆପଡା ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ। ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ପ୍ରକ୍ରିୟା । ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ରେ ପ୍ରତ୍ୟାହାର କରି ପାରିବେ ପ୍ରାର୍ଥୀ ।

ନଭେମ୍ବର ୧୧ ତାରିଖରେ ଭୋଟ ଗ୍ରହଣ ହେବ। ସେଥିପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି। ମାଓପ୍ରବଣ ଅଞ୍ଚଳରେ ଥିବା ୪୭ଟି ସମ୍ବେଦନଶୀଳ ବୁଥ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୮ଟି ବୁଥରେ ପୋଲିଂ କର୍ମଚାରୀ ପହଞ୍ଚିବା ପାଇଁ ହେଲିକପ୍ଟର ବ୍ୟବସ୍ଥା ହୋଇଛି। ନିର୍ବାଚନ ପରିଚାଳନା ପାଇଁ ୧୪ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ୍ ଫୋର୍ସ ମୁତୟନ ହେବେ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।

Post Views: 39
Share199Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In