• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା, ଅଢ଼େଇ ହଜାର ସିଟ୍ କମାଇଲା ଓସିଏ

by Voice of Victims
November 22, 2025
in ଆଞ୍ଚଳିକ ଖବର, କ୍ରୀଡା, ମୁଖ୍ୟ ଖବର, ରାଜ୍ୟ
ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା, ଅଢ଼େଇ ହଜାର ସିଟ୍ କମାଇଲା ଓସିଏ

କଟକ : ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା । ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା ଅଢ଼େଇ ହଜାର ସିଟ୍ କମାଇଲା ଓଡ଼ିଶା କ୍ରିକେଟ ଆସୋସିଏସନ୍। ୧୯ ଇଞ୍ଚରୁ ୨୨ ଇଞ୍ଚକୁ ବୃଦ୍ଧି କରାଗଲା ସିଟ ଗୁଡ଼ିକର ଚଉଡା। କମିଶନରେଟ ପୋଲିସର ପରାମର୍ଶ ପରେ ସିଟ କମାଇଲା ଓସିଏ ।  ଷ୍ଟାଡିୟମ୍ ପୁରୁଣା ହୋଇ ଥିବାରୁ ସୁରକ୍ଷା ଦୃଷ୍ଟିରୁ ଷ୍ଟାଡିୟମ୍ ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା କମାଇବା ପାଇଁ କହିଥିଲେ କମିଶନରେଟ ପୋଲିସ ।

କମିଥିବା ସିଟ ସଂଖ୍ୟାକୁ ଗ୍ରାଉଣ୍ଡ ପାଖରେ ଆଡଜଷ୍ଟ କରିବା ପାଇଁ ଚିନ୍ତା କରୁଛି ଓସିଏ ।  ଏ ନେଇ ଏପର୍ଯ୍ୟନ୍ତ କୌଣସି ଚୁଡାନ୍ତ ନିଷ୍ପତ୍ତି ନିଆଯାଇନାହିଁ ।  ବାରବାଟି ଷ୍ଟାଡିୟମରେ ଦର୍ଶକ କ୍ଷମତା ୪୪ ହଜାର ରହିଛି ।  ପ୍ରଥମ ଥର ପାଇଁ ଗ୍ୟାଲେରୀ ଗୁଡ଼ିକରେ ପାଥ ୱେ ବା କରିଡ଼ର ବ୍ୟବସ୍ଥା କରୁଛି ଓସିଏ ।  ଯାହା ଫଳରେ ଦର୍ଶକମାନେ ସୁବିଧାରେ ପଶିବେ ଏବଂ ବାହାରି ପାରିବେ ।  ଜରୁରୀକାଳୀନ ପରିସ୍ଥିତି ବେଳେ ସହାୟକ ହେବ ଏହି ବ୍ୟବସ୍ଥା ।  ଆସନ୍ତା ଡିସେମ୍ବର ୯ ତାରିଖରେ ଦକ୍ଷିଣ ଆଫ୍ରିକା – ଭାରତ T-20 ମ୍ୟାଚ୍ ଖେଳାଯିବ ।

Post Views: 58
Share198Tweet124Send
Voice of Victims

Voice of Victims

Recent Posts

  • ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା
  • ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
  • ପୁରୀ ମୁନିସିପାଲିଟି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ସତର୍କତା: ଗୋଟିଏ ଦିନ ପାଇଁ କଡା ନିର୍ଦ୍ଦେଶ ଜାରି କଲେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ
  • ମହିଳାଙ୍କୁ ମିଳିବ ସୁନା କଏନ, ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ
  • ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ବିଧାୟକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In