• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନର୍ସିଂ ଅଫିସରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

by Voice of Victims
September 28, 2024
in ମୁଖ୍ୟ ଖବର, ରାଜ୍ୟ
ନର୍ସିଂ ଅଫିସରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ବର: ରାଜ୍ୟରେ ୪ ଦିନ ଧରି ଚାଲିଥିବା ନର୍ସିଂ ଅଫିସରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ନର୍ସିଂ ସଂଘ ସାଧାରଣ ସଂପାଦକ। ଆଜିଠାରୁ ନର୍ସିଂ ଅଫିସରମାନେ କାମକୁ ଫେରିବେ ବୋଲି ଜଣାପଡ଼ିଛି। ଗଣମାଧ୍ୟମକୁ ସୂଚନା ଦେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ନର୍ସିଂ କର୍ମଚାରୀମାନଙ୍କ ସହ ଆଲୋଚନା ସକରାତ୍ମକ ଓ ଫଳପ୍ରଦ ରହିଛି । ସେମାନେ ଆଜିଠୁ ଆନ୍ଦୋଳନରୁ ଓହରି କାମରେ ଯୋଗ ଦେବାକୁ ଅନୁରୋଧ କରାଯାଇଥିଲା, ଯାହାକୁ ସେମାନେ ମାନି ନେଇଛନ୍ତି । ସେମାନଙ୍କର ଦାବି ଉପରେ ତଜର୍ମା ପାଇଁ ଅନ୍ତବିଭାଗୀୟ କମିଟି ଗଠନ ହୋଇଛି ବୋଲି ସେ କହିଛନ୍ତି । ନର୍ସିଂ କର୍ମଚାରୀ ସଂଘ ଓ ସ୍ୱାସ୍ଥ୍ୟ ସଚିବ ଏସ୍ ଅଶ୍ୱଥିଙ୍କ ମଧ୍ୟରେ ଆଲୋଚନା ବିଫଳ ହେବାପରେ ସରକାର ଅନ୍ତବିଭାଗୀୟ କମିଟି ଗଠନ କରିଥିଲେ । ମାତ୍ର ସେମାନଙ୍କ ୧୦ଦଫା ଦାବି ପୂରଣ ପାଇଁ ନର୍ସିଂ କର୍ମଚାରୀମାନେ ଦୁଇଦିନ ଧରି ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିଲେ । ସରକାର ସେମାନଙ୍କ ବିରୁଦ୍ଧରେ ଏସମା ଲାଗୁ କରିଥିଲେ ମଧ୍ୟ ଆନ୍ଦୋଳନରୁ ଓହରି ନଥିଲେ ।

Post Views: 25
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In