• About Us
  • Contact Us
Tuesday, August 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ଅଧିବେଶନ, ରହିବ ୯ କାର୍ଯ୍ୟଦିବସ

by Voice of Victims
August 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

ଭୁବନେଶ୍ୱର : ଆସନ୍ତା ସେପ୍ଟେମ୍ବର ୨୨ତାରିଖରୁ ଆରମ୍ଭ ହେବ  ସପ୍ତଦଶ ଓଡ଼ିଶା ବିଧାନସଭାର ସପ୍ତମ ଅଧିବେଶନ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି ଅଧିବେଶନର ଚିଠା କାର୍ଯ୍ୟସୂଚୀରୁ ଏନେଇ ସୂଚନା ମିଳିଛି ।  ମୌସୁମୀ ଅଧିବେଶନରେ ରହିବ ୯ କାର୍ଯ୍ୟଦିବସ ।  ଚିଠା କାର୍ଯ୍ୟସୂଚୀ ଅନୁସାରେ ସେପ୍ଟେମ୍ବର ୨୨, ୨୩ ଓ ୨୪ ତାରିଖ ଲଗାତାର ତିନି ଦିନ ବିଧାନସଭାରେ ସରକାରୀ କାର୍ଯ୍ୟ ରହିବ ।

ଆସନ୍ତା ୨୫ ବେସରକାରୀ କାର୍ଯ୍ୟ ଦିବସ ପାଇଁ ଧାର୍ଯ୍ୟ କରାଯାଇଛି ।  ଏହିଦିନ ବେସରକାରୀ ସଦସ୍ୟଙ୍କ ବିଲ୍ ଓ ସଂକଳ୍ପ ଉପରେ ଆଲୋଚନା ହୋଇପାରେ ।  ସେପ୍ଟେମ୍ବର ୨୬ ଓ ୨୭ ବିଧାନସଭାର ଅଧିବେଶନ ବସିବ ନାହିଁ। ସେପ୍ଟେମ୍ବର ୨୮ଠାରୁ ପୁଣି ଗୃହକାର୍ଯ୍ୟ ଆରମ୍ଭ ହେବ। ୨୮, ୨୯ ଓ ୩୦ ତାରିଖରେ ସରକାରୀ କାର୍ଯ୍ୟ ଦିବସ ରହିଛି ।  ଅକ୍ଟୋବର ୧ ତାରିଖ ମଧ୍ୟ ଗୃହରେ ସରକାରୀ କାର୍ଯ୍ୟ ଚାଲିବ ।  ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଛୁଟି ରହିବ।  ଏହାପରେ ଅକ୍ଟୋବର ୩ରେ ପୁଣି ବିଧାନସଭା ବସିବ ଏବଂ ସରକାରୀ କାର୍ଯ୍ୟ ହେବ ।

Post Views: 12
Share196Tweet123Send
Voice of Victims

Voice of Victims

Recent Posts

  • ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି
  • “ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ
  • ଅଡୁଆରେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
  • ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା ଅଧିବେଶନ, ରହିବ ୯ କାର୍ଯ୍ୟଦିବସ
  • ୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In