• About Us
  • Contact Us
Wednesday, April 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

by Voice of Victims
April 15, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

ଭୁବନେଶ୍ୱର: ଓଡ଼ିଶାରେ ନୂତନ ଆଞ୍ଚଳିକ ଦଳ ଭାବେ ଓଡ଼ିଶା ଜନତା କଂଗ୍ରେସ ଉଭା ହୋଇଛି । ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କାର ହେବା ପରେ ଏକ ନୂତନ ଦଳ ଗଠନ କରି ଓଡ଼ିଶା ଜନତା କଂଗ୍ରେସ ନାମରେ ଏକ ନୂତନ ଦଳ ସୃଷ୍ଟି କରିଛନ୍ତି । ଆଜି ପ୍ରଦର୍ଶନୀ ପଡ଼ିଆରେ ବଡ଼ ସମାବେଶ କରିବ ବୋଲି ସୂଚନା ରହିଛି । ତେବେ ଅନେକ କଂଗ୍ରେସ ଓ ବିଜେଡ଼ି କର୍ମୀ ସମ୍ପର୍କରେ ଅଛନ୍ତି ବୋଲି ମୋକିମ୍ କହିଛନ୍ତି ।

ଜେନ୍‌ଜି ଏହି ଦଳ ପ୍ରତି ଅଧିକ ଆକୃଷ୍ଟ ହେବେ ବୋଲି ଦଳର ପ୍ରତିଷ୍ଠାତା ମୋକିମ୍ କହିଥିବାବେଳେ କଂଗ୍ରେସ ଓ ବିଜେଡ଼ିର କିଏ କିଏ ଏହି ଦଳରେ ସାମିଲ୍ ହେବେ ସେନେଇ ମଧ୍ୟ ଆକଳନ କରାଯାଉଛି । ତେବେ ରାଜ୍ୟରେ ନୂତନ ଆଞ୍ଚଳିକ ଦଳକୁ ନେଇ ଅନେକ ସମ୍ଭାବନା ରହିଛି ।

Post Views: 70
Share198Tweet124Send
Voice of Victims

Voice of Victims

Recent Posts

  • ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
  • ପୁନଃସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନବୀନଙ୍କ ଚିଠି
  • ବଢିବ ଲୋକସଭା ଆସନ ସଂଖ୍ୟା, ୫୪୩ ରୁ ଆସନ ସଂଖ୍ୟା ବୃଦ୍ଧି ହେବ ୮୫୦
  • ଦିନରେ ଗରମ, ସନ୍ଧ୍ୟାରେ ବର୍ଷା, ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଏଭଳି ପାଗ
  • ସିପିଆଇ(ଏମ) ତରଫରୁ ବାବା ସାହେବ୍ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଜୟନ୍ତି ପାଳିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In