• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା

by Voice of Victims
June 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା

ଭୁବନେଶ୍ୱର: ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ । ଦିନକୁ ଦିନ ନିଶା କାରବାର ତଥା ସେବନ ବଢିଚାଲିଛି। ଏହରିମଧ୍ୟରେ ନୀଳ ଜହରକୁ ମୂଳପୋଛ କରିବା ପାଇଁ ଆକ୍ସନ ମୋଡ଼ରେ ଆବକାରୀ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପଥ୍ବୀରାଜ ହରିଚନ୍ଦନ ।

ସେ କହିଛନ୍ତି ରାଜ୍ୟରେ ବିଭିନ୍ନ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଇ ଅନେକ ସ୍ଥାନରେ ଚୋରା ଗଞ୍ଜେଇ ବ୍ୟବସାୟ କରନ୍ତି ।ଚଳିତ ବର୍ଷ ସର୍ବାଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ବିଭିନ୍ନ ସ୍ଥାନରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଯାଉଛି । ମିଛ କହି ସେମାନଙ୍କୁ ଚାଷରେ ନିୟୋଜିତ କରୁଛନ୍ତି । ସେମାନଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି। ଏହାସହ ଜନଜାତିଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ । ଜନଜାତିଙ୍କ ପାଇଁ ଏହାର ବିକଳ୍ପ ଲାଇଭଲିହୁଡ଼ କ’ଣ ହୋଇପାରିବ ସେ ନେଇ ପୋଲିସ ବିଭାଗ ସହ ଆଲୋଚନା କରାଯାଉଛି ।

Post Views: 337
Share198Tweet124Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In