• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପହଞ୍ଚିଲେ ମୋଦୀ, ପ୍ରବାସୀ ସମ୍ମିଳନୀରେ ଯୋଗଦେବେ

by Voice of Victims
January 8, 2025
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପହଞ୍ଚିଲେ ମୋଦୀ, ପ୍ରବାସୀ ସମ୍ମିଳନୀରେ ଯୋଗଦେବେ

ଭୁବନେଶ୍ବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟପାଳ ଡ. ହରିବାବୁ କୁମ୍ଭମପଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟଗଣ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେବେ। ସେଥିପାଇଁ ସୁରକ୍ଷା କଡ଼ାକଡ଼ି କରାଯିବା ସହ ଟ୍ରାଫିକ୍ କଟକଣା ବି ଜାରି ହୋଇଛି। ଗୁରୁବାର ଦିନ ସକାଳ ସାଢ଼େ ୯ରୁ ୧୦ ଘଟିକା ପର୍ଯ୍ୟନ୍ତ ରାଜଭବନ ଛକ – ପାୱାର ହାଉସ ଛକ – ୧୨୦ ବି.ଏନ୍‌. ଛକ – ଶାସ୍ତ୍ରୀ ନଗର ଛକ – ବେହେରା ସାହି ଛକ – ଜୟଦେବ ବିହାର ଛକ – ଜାଭିୟର ଛକ-ନାଲକୋ ଛକ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ଯାତାୟାତ ବନ୍ଦ୍ ରହିବ। ସେମିତି ପୂର୍ବାହ୍ନ ୧୧.୨୦ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ନାଲକୋ ଛକ – ଜାଭିୟର ଛକ – ଜୟଦେବ ବିହାର ଛକ – ବେହେରା ସାହି ଛକ – ଶାସ୍ତ୍ରୀ ନଗର ଛକ – ୧୨୦ ବି.ଏନ୍‌. ଛକ – ପାୱାର ହାଉସ ଛକ – ରାଜଭବନ ଛକ – ବାମ ମୋଡ଼ – ଏ.ଜି. ଛକ – ଡାହାଣ ମୋଡ଼ – ହସ୍ପିଟାଲ୍ ଛକ – ଏୟାରପୋର୍ଟ ଛକରେ ଯାତାୟାତ ଉପରେ କଟକଣା ଜାରି କରାଯାଇଥିବା ବେଳେ ଅପରାହ୍ନ ୪.୨୦ମିନିଟରୁ ଅପରାହ୍ନ ୪.୫୦ ମିନିଟ୍ ପର୍ଯ୍ୟନ୍ତ ଏୟାରପୋର୍ଟ ଛକ – ହସ୍ପିଟାଲ୍ ଛକ -ଏ.ଜି. ଛକ -ବାମ ମୋଡ଼ – ରାଜଭବନ ପର୍ଯ୍ୟନ୍ତ କଟକଣା ରହିବ ବୋଲି କମିଶନେରେଟ ପୁଲିସ୍ ସ୍ପଷ୍ଟ କରିଛି।

Post Views: 51
Tags: On arrival
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In