• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡ଼ିଶାରେ ପ୍ରଥମ, ୭୬ତମ ସାଧାରଣତନ୍ତ୍ର ଦିବସରେ ୧୦ ଦ୍ୱୀପରେ ଉଡିବ ତ୍ରିରଙ୍ଗା

by Voice of Victims
January 25, 2025
in ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶାରେ ପ୍ରଥମ, ୭୬ତମ ସାଧାରଣତନ୍ତ୍ର ଦିବସରେ ୧୦ ଦ୍ୱୀପରେ ଉଡିବ ତ୍ରିରଙ୍ଗା

ଭୁବନେଶ୍ୱର : ଆସନ୍ତାକାଲି ଦେଶବ୍ୟାପୀ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଏଥର ରାଜ୍ୟରେ ଗଣତନ୍ତ୍ର ଦିବସ ଭବ୍ୟ ହେବ। ପ୍ରଥମଥର ଓଡିଶା ଉପକୂଳରେ ଥିବା ୧୦ ଦ୍ଵୀପରେ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଡିଜି, ଆଇଜି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ କହିବା ପରେ କୋଷ୍ଟଗାର୍ଡ ପକ୍ଷରୁ ଜାଗା ଚିହ୍ନଟ କରାଯାଇଛି । ଏହି ସୂଚନା ଦେଇଛନ୍ତି ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର। ସେ କହିଛନ୍ତି, ଦ୍ୱୀପରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଯେପରି କାହାର କିଛି ଅସୁବିଧା ହେବ ନାହିଁ ତାହା ଉପରେ ନଜର ରଖାଯାଇଛି।ସାଧାରଣତନ୍ତ୍ର ଦିବସ ପାଇଁ ରାଜ୍ୟବ୍ୟାପି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସବୁ ପୋଲିସ ଅଧୀକ୍ଷକଙ୍କୁ ଆଲର୍ଟ କରାଯାଇଛି । ଏଥିସହ ଆଖପାଖ ଅଂଚଳ ସିସିଟିଭି ନିୟନ୍ତ୍ରଣରେ ରହିଛି । ନକ୍ସଲ ଅଧ୍ୟୁଷିତ ଅଞ୍ଚଳରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି ବୋଲି ଆଇନ ଶୃଙ୍ଖଳା ଏଡିଜି ସୂଚନା ଦେଇଛନ୍ତି ।

Post Views: 51
Tags: On the 76th Independence Day in Odisha
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In