• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆଜି ଓଡିଶା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

by Voice of Victims
April 1, 2024
in ମୁଖ୍ୟ ଖବର, ରାଜ୍ୟ
ଆଜି ଓଡିଶା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

ଭୁବନେଶ୍ବର: ଆଜି ହେଉଛି ଉତ୍କଳ ଦିବସ ବା ଓଡିଶା ଦିବସ। ଏହି ଉପଲକ୍ଷେ ଆଜି ସାରା ରାଜ୍ୟରେ ପାଳନ ହେଉଛି ଏହି ଦିବସ। ଆଜି ଭୁବନେଶ୍ବରରେ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ‘ବିକଶିତ ଓଡ଼ିଶା’ ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ‘ଓଡ଼ିଶା ଦିବସ’ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି ‘ବିକଶିତ ଓଡ଼ିଶା’ ଗଢ଼ିବା ଦିଗରେ ଆଗକୁ ବଢ଼ିବା।

Post Views: 37
Tags: On the occasion of Odisha Day
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In