• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ବ୍ୟବସ୍ଥା, ଚୂଡାନ୍ତ ରିପୋର୍ଟ ପ୍ରଦାନ

by Voice of Victims
March 14, 2024
in ଦେଶ ବିଦେଶ, ମୁଖ୍ୟ ଖବର
‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ବ୍ୟବସ୍ଥା, ଚୂଡାନ୍ତ ରିପୋର୍ଟ ପ୍ରଦାନ

ନୂଆଦିଲ୍ଲୀ:   ଗୋଟିଏ ଦେଶ ଗୋଟିଏ ନିର୍ବାଚନକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରିପୋର୍ଟ ପ୍ରଦାନ କଲେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗୋଟିଏ ଦେଶ ଗୋଟିଏ ନିର୍ବାଚନକୁ ନେଇ ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଏକ କମିଟି ରିପୋର୍ଟ ପ୍ରସ୍ତୁତ କରିଛି । ୧୮,୬୨୬ ପୃଷ୍ଠାର ଏହି ରିପୋର୍ଟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଦାନ କରିଛନ୍ତି କୋବିନ୍ଦ । ସେପ୍ଟେମ୍ବର ୨, ୨୦୨୩ରେ ଏହି କମିଟି ଗଠନ ହୋଇଥିଲା । ୧୯୧ ଦିନ ଧରି ଏହି କମିଟି ଗୋଟିଏ ଦେଶ ଗୋଟିଏ ନିର୍ବାଚନକୁ ନେଇ ଅନୁଧ୍ୟାନ କରିଥିଲା । ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନେଇ କମିଟି ବିଭିନ୍ନ ଦିଗ ଉପରେ ତର୍ଜମା କରି ଏହି ରିପୋର୍ଟ ପ୍ରସ୍ତୁତ କରିଛି । ଗୋଟିଏ ନିର୍ବାଚନ ନେଇ ବୁଦ୍ଧିଜୀବୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଠାରୁ ମଧ୍ୟ ପରାମର୍ଶ ନିଆଯାଇଛି ।

Post Views: 47
Tags: 'One Country One Election' system
Share199Tweet125Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In