• About Us
  • Contact Us
Saturday, August 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପିଆଜ ପାଇଁ ପକେଟ୍‌କୁ ମହଙ୍ଗା ମାଡ଼, କେଜି ଛୁଇଁଲା ୫୦ ଟଙ୍କା

by Voice of Victims
August 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପିଆଜ ପାଇଁ ପକେଟ୍‌କୁ ମହଙ୍ଗା ମାଡ଼, କେଜି ଛୁଇଁଲା ୫୦ ଟଙ୍କା

କଟକ: ପିଆଜ ଦର ଆକାଶ ଛୁଆଁ । କଟକ ଛତ୍ର ବଜାର ପରିବା ମାର୍କେଟରେ ପିଆଜ କେଜି ରହିଛି ୫୦ଟଙ୍କା । ୩ କେଜିକୁ ୧୪୦ ଟଙ୍କା ରହିଛି। କିଛି ଦିନ ତଳେ ପିଆଜ ୩୫ ଟଙ୍କା ରହିଥିଲା । ହଠାତ ପିଆଜ ଦର କେଜି ପ୍ରତି ୧୫ ଟଙ୍କା ବଢ଼ିଯାଇଛି । ଛତ୍ରବଜାରରେ ୫୦ଟଙ୍କାରେ ବିକ୍ରି ହେଉଥିବା ବେଳେ ଖୁଚୁରା ବ୍ୟବସାୟୀ ୬୦ ଟଙ୍କାରେ ବିକୁଛନ୍ତି ।

ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପ୍ରାୟ ୩୦ ଟଙ୍କା ବଢ଼ିଯାଇଛି । ଯୋଗାଣ କମିଯିବା ଯୋଗୁ ଖୁଚୁରା ବଜାରରେ ଏହାର ଦର ହଠାତ୍ ଆକାଶଛୁଆଁ ହୋଇଛି । ଦର ବୃଦ୍ଧିର ମୁଖ୍ୟ କାରଣ ନାସିକରେ ଫସଲ ନଷ୍ଟ ବୋଲି କୁହାଯାଉଛି । ଓଡ଼ିଶା ମୁଖ୍ୟତଃ ମହାରାଷ୍ଟ୍ରର ନାସିକ ଉପରେ ନିର୍ଭର କରେ । ସେଠାରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ପିଆଜ ଫସଲ ବ୍ୟାପକ ଭାବେ ନଷ୍ଟ ହୋଇଯାଇଛି । ବନ୍ୟା ପରିସ୍ଥିତି ଯୋଗୁଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି, ଯାହାଫଳରେ ବଜାରକୁ ପିଆଜ ଆମଦାନୀ ବହୁତ କମିଯାଇଛି ।

Post Views: 6
Share196Tweet123Send
Voice of Victims

Voice of Victims

Recent Posts

  • ପିଆଜ ପାଇଁ ପକେଟ୍‌କୁ ମହଙ୍ଗା ମାଡ଼, କେଜି ଛୁଇଁଲା ୫୦ ଟଙ୍କା
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ
  • ପାର୍ବଣ ପୂର୍ବରୁ ମହଙ୍ଗା ହେଲା ଚିନି, ଖାଉଟିଙ୍କ ଚିନ୍ତା ବଢ଼ାଇଲା ଦରବୃଦ୍ଧି
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ
  • ଜୟପୁରରେ ସରକାରୀ ସ୍କୁଲରେ ପହଞ୍ଚିଥିଲେ CJP କର୍ମୀ, ବାହାର କରିଦେଲେ ଗ୍ରାମବାସୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In