• About Us
  • Contact Us
Thursday, February 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପ୍ରକାଶ ପାଇଲା OTET-୨୦୨୫ ରେଜଲ୍ଟ, ମୋଟ୍‌ ୧ ଲକ୍ଷ ୬ ହଜାର ୪୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

by Voice of Victims
February 12, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପରୀକ୍ଷା ଫି ଛାଡ଼ କଲେ ରାଜ୍ୟ ସରକାର, ଆଶ୍ବସ୍ତି ପାଇବେ ଗରିବ ଛାତ୍ରଛାତ୍ରୀ

କଟକ : ପ୍ରକାଶ ପାଇଲା OTET ରେଜଲ୍ଟ । OTET-୨୦୨୫ ଫଳାଫଳ ପ୍ରକାଶ ପାଇଛି। ୧୭ ଡିସେମ୍ବରରେ ହୋଇଥିବା ପରୀକ୍ଷାର ରେଜଲ୍ଟ ବାହାରିଛି। ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଛନ୍ତି। ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୩ ହଜାର ୯୫୪ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି।

ପେପର-୧ ଓ ପେପର-୨ରେ ମୋଟ୍‌ ୧ ଲକ୍ଷ ୬ ହଜାର ୪୧ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅପରାହ୍ନ ୨ଟା ରୁ ରେଜଲ୍ଟ ବୋର୍ଡ ୱେବ ସାଇଟ www.bseodisha.ac.in ରେ ଉପଲବ୍ଧ ହେଉଛି । କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ଅପରାହ୍ନ ୪ ଟାରୁ ଡାଉନଲୋଡ଼ କରି ପାରିବେ ଡିଜିଟାଲ ସାର୍ଟିଫିକେଟ। ଏଥିପାଇଁ ଧାର୍ଯ୍ୟ ଟଙ୍କା ଅନଲାଇନରେ ଦେବାକୁ ପଡିବ ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ଲାଲକିଲ୍ଲା ବିସ୍ଫୋରଣ ପଛରେ ଜୈଶ-ଏ-ମହମ୍ମଦର ହାତ, ଜାତିସଂଘ ରିପୋର୍ଟରେ ଖୁଲାସା
  • ୩ ମାସ ଭିତରେ ଶେଷ କର ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି: ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ପ୍ରକାଶ ପାଇଲା OTET-୨୦୨୫ ରେଜଲ୍ଟ, ମୋଟ୍‌ ୧ ଲକ୍ଷ ୬ ହଜାର ୪୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
  • ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଘାଟିତ: ଶିକ୍ଷାରେ ନବଚେତନାର ସ୍ପନ୍ଦନ, ଡାଇଏଟ୍‌ ରାଜସୁନାଖଳାରେ ପାଠଚକ୍ର ଉଦଘାଟିତ, ଶିକ୍ଷକମାନଙ୍କ ନବଚିନ୍ତନର ମଞ୍ଚ
  • ୧୨ ଫେବୃଆରୀ ସାଧାରଣ ଧର୍ମଘଟକୁ ରଣପୁରରେ ଦୃଢ଼ ସମର୍ଥନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In