• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆମ ବିଦ୍ୟାଳୟର କଣ୍ଢେଇ ମେଳା

by Voice of Victims
October 14, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆମ ବିଦ୍ୟାଳୟର କଣ୍ଢେଇ ମେଳା

ଅଦ୍ୟ ତା ୧୫/୧୦/୨୫ ରିଖ ମଙ୍ଗଳବାର ଦିନ ଆମ ବିଦ୍ୟାଳୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର,ଗୋପାଳପୁର ରେ ମହାସମାରୋହରେ କଣ୍ଢେଇ ମେଳା ଉଦଘାଟିତ ହୋଇଛି। ଏହି ଅବସରରେ ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ରବି ନାରାୟଣ ଦାଶ, ପ୍ରଧାନ ଆଚାର୍ଯ୍ୟ ଶ୍ରୀମାନ୍ ସୁନିଲ୍ କୁମାର ତ୍ରିପାଠୀ ଓ ସମସ୍ତ ଗୁରୁଜୀ ଗୁରୁମା, ବିଚାରକ ଭାବେ ସତ୍ୟ ସାଇ ଶିଶୁ ବିଦ୍ୟା ମନ୍ଦିର ଚାନ୍ଦପୁର ର ସୁଶ୍ରୀ ସୁମିତ୍ରା ମହାରଣା ଓ ସୁଶ୍ରୀ ସ୍ମୃତିଶିଖା ସ୍ୱାଇଁ ଙ୍କ ଉପସ୍ଥିତି ରେ ବିଚାର କରାଯାଇ ଛାତ୍ର ଛାତ୍ରୀ ମାନଙ୍କୁ ଉଦଯାପନ ସଭାରେ ବିଦ୍ୟାଳୟର ଏକାଡେମିକ୍ ମୁଖ୍ୟ ଶ୍ରୀଯୁକ୍ତ ସନ୍ତୋଷ କୁମାର କର ଓ ସମସ୍ତ ବିଚାରକ, ପ୍ରଧାନ ଆଚାର୍ଯ୍ୟ, ସମ୍ପାଦକ, ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କ ଉପସ୍ଥିତି ରେ ପୁରସ୍କାର ସହିତ ପ୍ରମାଣ ପତ୍ର ପ୍ରଦାନ କରାଯାଇ ସେମାନଙ୍କ ମନରେ ଉତ୍ସାହ ସୃଷ୍ଟି କରାଗଲା। ପରିଶେଷ ରେ ସମସ୍ତଙ୍କୁଧନ୍ୟବାଦ ଅର୍ପଣ କରାଯାଇ ସଭାସାନ୍ କରାଗଲା।

Post Views: 148
Share211Tweet132Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In