ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ପୀଡ଼ିତାଙ୍କ ପୁରୁଷବନ୍ଧୁଙ୍କୁ ଅଟକ ରଖି ପଚରାଉଚରା
ଭୁବନେଶ୍ବର: ପଶ୍ଚିମବଙ୍ଗରେ ମେଡିକାଲ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୁରୁଷ ବନ୍ଧୁଙ୍କୁ ଝାଲବୁହା ଜେରା । ପୀଡ଼ିତାଙ୍କ ପୁରୁଷବନ୍ଧୁଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ପୁରୁଷ ବନ୍ଧୁଙ୍କ ସନ୍ଦେହଜନକ ପଳାୟନକୁ...














