ବିଶ୍ବ ଦରବାରରେ ପାକିସ୍ତାନକୁ ଲଜ୍ଜିତ କଲା ଭାରତ, ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ଦାବିକୁ ମିଛ ପ୍ରମାଣିତ କରିଛି ଭାରତ
ନ୍ୟୁୟର୍କ : ପୁଣି ବିଶ୍ୱ ଦରବାରରେ ଖୋଲିଲା ପାକିସ୍ତାନର ଆତଙ୍କୀ ଚେହେରା । ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ଦାବିକୁ ମିଛ ପ୍ରମାଣିତ କରିଛି ଭାରତ ।...















