ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ, ଉପରାଷ୍ଟ୍ରପତି ଭାବେ ଆସନ୍ତାକାଲି ନେବେ ଶପଥ
ନୂଆଦିଲ୍ଲୀ : ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ...















