Latest Post

ଜାନୁଆରୀ ୫ରୁ ରଣପୁର ମହୋତ୍ସବ: ଐତିହ୍ୟ ଓ ସଂସ୍କୃତିର ଉତ୍ସବ ରଣପୁର ମହୋତ୍ସବ

ଜାନୁଆରୀ ୫ରୁ ରଣପୁର ମହୋତ୍ସବ: ଐତିହ୍ୟ ଓ ସଂସ୍କୃତିର ଉତ୍ସବ ରଣପୁର ମହୋତ୍ସବ

ରଣପୁର, ୪/୧ : ଆସନ୍ତା ଜାନୁଆରୀ ୫ ରୁ ୯ ପର୍ଯ୍ୟନ୍ତ ରଣପୁରରେ ଆୟୋଜିତ ହେଉଛି ରଣପୁର ମହୋତ୍ସବ। ଐତିହ୍ୟ, ସଂସ୍କୃତି, ଇତିହାସ ଓ ପରମ୍ପରାକୁ ଆଧାର...

କେବଳ ତେଲ ପାଇଁ ଯୁଦ୍ଧ, ଟ୍ରମ୍ପଙ୍କୁ କମଲା ହାରିସଙ୍କ ଖୋଲା ଚ୍ୟାଲେଞ୍ଜ

କେବଳ ତେଲ ପାଇଁ ଯୁଦ୍ଧ, ଟ୍ରମ୍ପଙ୍କୁ କମଲା ହାରିସଙ୍କ ଖୋଲା ଚ୍ୟାଲେଞ୍ଜ

ଆମେରିକା : ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କଲେ କମଲା ହାରିସ୍ । କେବଳ ତେଲ ଓ ନିଜକୁ ଜଣେ ଶକ୍ତିଶାଳୀ ନେତା ଭାବେ ଦେଖାଇବା ଟ୍ରମ୍ପଙ୍କ ଏକ ଜିଦ୍...

ସଚିବାଳୟ ପରିସରରେ ‘ରିଲ୍ସ’ ଉପରେ ରୋକ୍, କଟକଣା ଲଗାଇଛନ୍ତି ସରକାର

ସଚିବାଳୟ ପରିସରରେ ‘ରିଲ୍ସ’ ଉପରେ ରୋକ୍, କଟକଣା ଲଗାଇଛନ୍ତି ସରକାର

ଭୁବନେଶ୍ବର: ସଚିବାଳୟ ପରିସରରେ ‘ରିଲ୍ସ’ ଉପରେ ରୋକ୍ । ଏଣିକି ସରକାରୀ ଅଫିସରେ ରିଲ୍ସ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ ।  ସରକାରୀ ଅଫିସ୍ ରେ ରିଲ୍ସ କରିବା ଉପରେ କଟକଣା ଲଗାଇଛନ୍ତି ସରକାର । ଲୋକସେବା ଭବନ, ରାଜୀବ ଭବନ ଓ ଖାରବେଳ ଭବନରେ ରିଲ୍ସ ମନା ହୋଇଛି ।  ସେହିପରି ସମ୍ବେଦନଶୀଳ ସରକାରୀ ପ୍ରତିଷ୍ଠାନରେ ମଧ୍ୟ ରିଲ୍ସ କରିବା ଉପରେ କଟକଣା ଲାଗିଛି ।  ଭିଡିଓ, ଫଟୋ ସୋସିଆଲ ମିଡିଆରେ ଅପଲୋଡିଂ କରିପାରିବେ ନାହିଁ । ଏନେଇ ଗୃହ ବିଭାଗ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ସମସ୍ତ ସରକାରୀ କର୍ମଚାରୀ, ଅଧିକାରୀ ଓ ଭିଜିଟର୍ସଙ୍କ ପାଇଁ କଟକଣା ଲାଗୁ ହୋଇଛି । ନିୟମ ଉଲ୍ଲଙ୍ଘନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି । ଏଭଳି କାର୍ଯ୍ୟକଳାପ ଦ୍ୱାରା ଶାସନ ବ୍ୟବସ୍ଥାର ଗୁରୁତ୍ୱ ଏବଂ ଅଫିସ ଶୃଙ୍ଖଳା ପ୍ରଭାବିତ ହେବା ଆଶଙ୍କା ରହିଛି। ଭିତର ଦୃଶ୍ୟ ସୋସିଆଲ ମିଡିଆରେ ପ୍ରସାରିତ ହେବା ସୁରକ୍ଷା ଦୃଷ୍ଟିକୋଣରୁ ବିପଜ୍ଜନକ ।

ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ଶ୍ରୀମନ୍ଦିରରେ ଠେଲାପେଲା, ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଠେଲାପେଲା ସ୍ଥିତି ।  କିଛି ସମୟ ବନ୍ଦ ରହିଥିଲା ଦର୍ଶନ ।  ମନ୍ଦିର କମାଣ୍ଡରଙ୍କୁ ସ୍ବତନ୍ତ୍ର ସୁରକ୍ଷାକର୍ମୀଙ୍କ ଧକ୍କା ।  ସେବକ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...

ଆମ ବସ୍ ଧକ୍କା ମୃତ୍ୟୁ ଘଟଣା, ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆମ ବସ୍ ଧକ୍କା ମୃତ୍ୟୁ ଘଟଣା, ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆମ ବସ୍ ’ ଧକ୍କାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାରେ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ ।  ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କାର...

ଆମ ବସ୍ ଦୁର୍ଘଟଣା, ବସ୍ ଡ୍ରାଇଭରଙ୍କ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ ଯାଞ୍ଚ

ଆମ ବସ୍ ଦୁର୍ଘଟଣା, ବସ୍ ଡ୍ରାଇଭରଙ୍କ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ ଯାଞ୍ଚ

ଭୁବନେଶ୍ବର : ଭୁବନେଶ୍ବରରେ ଆମ ବସ୍ ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣା ପରେ ତତ୍ପର ହୋଇଛି ପରିବହନ ବିଭାଗ । ସ୍ବତନ୍ତ୍ର ଏନଫୋର୍ସଟିମ୍ ପକ୍ଷରୁ ଚାଲିଛି ଯାଞ୍ଚ...

ବିସିସିଆଇର ନିର୍ଦ୍ଦେଶ, KKR ରୁ ବିଦା ହେବେ ବାଂଲାଦେଶୀ କ୍ରିକେଟର

ବିସିସିଆଇର ନିର୍ଦ୍ଦେଶ, KKR ରୁ ବିଦା ହେବେ ବାଂଲାଦେଶୀ କ୍ରିକେଟର

କୋଲକତା : ବାଂଲାଦେଶରେ ହିନ୍ଦୁ ବିରୋଧୀ ଘଟଣା ପରେ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରେହମାନଙ୍କୁ ନେଇ ଚର୍ଚ୍ଚା । ଆଇପିଏଲ୍ ୨୦୨୬ରେ ଅଂଶଗ୍ରହଣ କରିପାରିବେ ନାହିଁ ମୁସ୍ତାଫିଜୁର...

ଏନକାଉଣ୍ଟରରେ ୫ ହାର୍ଡକୋର ମାଓବାଦୀ ନିପାତ

ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର, ୧୪  ମାଓବାଦୀ ନିପାତ

ଭୁଷୁଡ଼ୁଛି ଲାଲଗଡ଼। ୧୪  ମାଓବାଦୀ ନିପାତ । ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର ହୋଇଛି । କୋଣ୍ଟା କିସ୍ତରାମ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ...

ରୁପାଲି ଛକରେ ଅଟୋକୁ ଧକ୍କା ଦେଲା ଆମ ବସ୍ , ଚାଳକଙ୍କ ମୃତ୍ୟୁ

ରୁପାଲି ଛକରେ ଅଟୋକୁ ଧକ୍କା ଦେଲା ଆମ ବସ୍ , ଚାଳକଙ୍କ ମୃତ୍ୟୁ

ଭୁବନେଶ୍ୱର: ଅଟୋକୁ ଧକ୍କା ଦେଲା ଆମ ବସ୍ । ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ରୁପାଲି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଅଟୋ...

Page 138 of 746 1 137 138 139 746

Stay Connected

Recommended

Most Popular

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.