ବନ୍ୟା ପାଇଁ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ, ସାପ କାମୁଡା ପାଇଁ ଆଣ୍ଟି ସ୍ନେକ ଭେନମ ମହଜୁଦ ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର : ରାଜ୍ୟରେ ବନ୍ୟା ପରିସ୍ଥିତି, ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ବିଭାଗ ତରଫରୁ ପ୍ରମୁଖ ସଚିବଙ୍କ ଅଧକ୍ଷତାରେ ନିର୍ଦ୍ଦେଶକ ଓ ସିଡ଼ିଏମଓମାନଙ୍କ ସହିତ ସମୀକ୍ଷା ବୈଠକ କରାଯାଇଛି...















