Latest Post

ଅମରନାଥ ଯାତ୍ରା ସମୟରେ ବଡ଼ ଅଘଟଣ, ୩୬ ଯାତ୍ରୀ ଆହତ

ଖୁବ୍ ଶୀଘ୍ର ଆରମ୍ଭ ହେବ ଅମରନାଥ ଯାତ୍ରା, ଜାଣନ୍ତୁ ଅନଲାଇନରେ କିପରି କରିବେ ରେଜିଷ୍ଟ୍ରେସନ୍

ପ୍ରତିବର୍ଷ ଭଳି ଏଥର ମଧ୍ୟ ବାବା ବର୍ଫାନୀଙ୍କ ଦର୍ଶନ ପାଇଁ ଅମରନାଥ ଯାତ୍ରାର ତାରିଖ ଘୋଷଣା କରାଯାଇଛି । ଜୁଲାଇ ୩ ତାରିଖରୁ ବାବା ବର୍ଫାନୀଙ୍କ ଦର୍ଶନ...

୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ

ଖରିଫ ୠତୁ ପାଇଁ ସାର ଉପଲବ୍ଧତା ସମ୍ପର୍କରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ମୁଖ୍ୟମନ୍ତ୍ରୀ ଦେଲେ ୬ ବଡ଼ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ଉପରେ...

ସିବିଏସଇ ଦଶମ ବୋର୍ଡ଼ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସଫଳତା

ସିବିଏସଇ ଦଶମ ବୋର୍ଡ଼ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସଫଳତା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପୁଣିଥରେ (OAVs) ସିବିଏସଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତ୍କୃଷ୍ଟ ପ୍ରଦର୍ଶନ କରିଛି । ୧୫ ଏପ୍ରିଲ ୨୦୨୬ରେ ପ୍ରକାଶିତ ସିବିଏସଇ ଦଶମ...

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ବିଜୁ ଲିଗାସୀରେ ସାମିଲ୍ ହେଲେ ବହୁ ନେତା

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ବିଜୁ ଲିଗାସୀରେ ସାମିଲ୍ ହେଲେ ବହୁ ନେତା

ଭୁବନେଶ୍ୱର: ଆଜି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ବିଜୁ ଲିଗାସିରେ ଏକାଠି ହୋଇଛନ୍ତି ବହୁ ବରିଷ୍ଠ ନେତା । ଦିଲ୍ଲୀପ ରାୟ, ବିଜୟ...

ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଦିନକୁ ଦିନ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ କରୁଛି ଜନଜୀବନ । ଏହାରି ମଧ୍ୟରେ ପିଲାଙ୍କ ଖରାଛୁଟିକୁ...

ଡାକ୍ତରଙ୍କ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ନିଯୁକ୍ତ ହେବେ ସିକ୍ୟୁରିଟି ଅଫିସର୍‌

ଡାକ୍ତରଙ୍କ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ନିଯୁକ୍ତ ହେବେ ସିକ୍ୟୁରିଟି ଅଫିସର୍‌

ଡାକ୍ତରଙ୍କ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଡାକ୍ତରୀ ବୃତ୍ତିଗତଙ୍କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ରାଜ୍ୟ...

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଶ୍ରୀ ସମ୍ରାଟ ଚୌଧୁରୀଙ୍କ ଊର୍ଜା,...

ପୁନଃସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନବୀନଙ୍କ ଚିଠି

ପୁନଃସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନବୀନଙ୍କ ଚିଠି

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ବିଲ୍ ଉପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗଭୀର ଚିନ୍ତା...

ବଦଳିବ ୬୫ ବର୍ଷ ପୁରୁଣା ଆଇନ୍ : କେନ୍ଦ୍ର ଆଣିବ ସାଂସଦଙ୍କ ଅଯୋଗ୍ୟତା ସମ୍ପର୍କିତ ନୂଆ ଡ୍ରାଫ୍ଟ ବିଲ୍‌

ବଢିବ ଲୋକସଭା ଆସନ ସଂଖ୍ୟା, ୫୪୩ ରୁ ଆସନ ସଂଖ୍ୟା ବୃଦ୍ଧି ହେବ ୮୫୦

ଭୁବନେଶ୍ବର: ବଢ଼ିବ କି ଲୋକସଭାରେ ଆସନ ସଂଖ୍ୟା? ୫୪୩ରୁ ୮୫୦ ଆସନ ବୃଦ୍ଧି ପାଇଁ କାଲିଠାରୁ ବସିବ ସଂସଦର ସ୍ବତନ୍ତ୍ର ଅଧିବେଶନ । କିନ୍ତୁ ସମ୍ବିଧାନ ସଂଶୋଧନ ବିଲ...

୨୪ ଘଣ୍ଟା ପରେ ରାଜ୍ୟରେ ବଢ଼ିବ ତାପମାତ୍ରା: ପଶ୍ଚିମା ଝଡ଼ ଉତ୍ତରପଶ୍ଚିମ ଭାରତକୁ ପ୍ରଭାବିତ ସମ୍ଭାବନା

ଦିନରେ ଗରମ, ସନ୍ଧ୍ୟାରେ ବର୍ଷା, ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଏଭଳି ପାଗ

ଭୁବନେଶ୍ବର: ଦିନରେ ଗରମ, ସନ୍ଧ୍ୟାରେ ବର୍ଷା । ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ଏଥିପାଇଁ ଉଭୟ ଉପକୂଳ ଓଡ଼ିଶା ସହ...

Page 65 of 744 1 64 65 66 744

Stay Connected

Recommended

Most Popular

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.