କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ ଇଣ୍ଡିଗୋ ସଙ୍କଟ ଆମ ୧୯ ବର୍ଷ ରେକର୍ଡରେ ଏକ ଦାଗ
ନୂଆଦିଲ୍ଲୀ: ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରିଥିଲା। ଅଧ୍ୟକ୍ଷ ବିକ୍ରମ ସିଂହ ମେହେଟା କମ୍ପାନୀର ଭୁଲକୁ...















