ଇଣ୍ଡିଗୋ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ, ଶୀତକାଳୀନ ସୂଚୀରେ ୫% ବିମାନ ଭଡ଼ା ହ୍ରାସ କରିବାକୁ DGCAର ନିର୍ଦ୍ଦେଶ
ନୂଆଦିଲ୍ଲୀ : ଏପର୍ଯ୍ୟନ୍ତ ସୁଧୁରୁନି ଇଣ୍ଡିଗୋ ସମସ୍ୟା । ଏହାରି ମଧ୍ୟରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ବିମାନ କମ୍ପାନୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।...














