• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପାକିସ୍ତାନ : ପେଶୱାରରେ ଭୂକମ୍ପର ଝଟକା ଅନୁଭୂତ, ତୀବ୍ରତା ୪.୭

by Voice of Victims
June 12, 2025
in ଦେଶ ବିଦେଶ, ମୁଖ୍ୟ ଖବର
ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ; ଆସିପାରେ ସୁନାମି

ପାକିସ୍ତାନ : ବୁଧବାର ପାକିସ୍ତାନର ପେଶୱାରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୪.୭ । ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ ହିନ୍ଦୁସ୍ଥଳରେ ପର୍ବତରେ ଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ୨୧୧କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଭୂକମ୍ପ ହେବା ମାତ୍ରେ ଲୋକ ଭୟରେ ଘର ବାହାରୁ ଦୌଡିଥିଲେ । କିନ୍ତୁ ଏହି ଭୂକମ୍ପରେ କାହାର କ୍ଷୟକ୍ଷତି ହୋଇଥିବା ଏପର୍ଯ୍ୟନ୍ତ ସୂଚନା ନାହିଁ ।

ଇସଲାମାବାଦ ଏବଂ ଖାଇବର ପଖତୁନଖ୍ୱାର ମର୍ଦାନ, ସ୍ୱାତ, ନୌଶେରା, ସ୍ୱାବି ଏବଂ ଉତ୍ତର ୱାଜିରିସ୍ତାନର କିଛି ସ୍ଥାନରେ ୫.୩ ତୀବ୍ରତାର ଭୂମିକମ୍ପ ଆସିବାର ପ୍ରାୟ ଏକ ମାସ ପରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି  । ଏକ ରିପୋର୍ଟ ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ହିନ୍ଦୁକୁଶ ଅଞ୍ଚଳରେ ୨୩୦ କିଲୋମିଟର ଗଭୀରତାରେ ଥିଲା । ଏହା ବ୍ୟତୀତ ଗତକାଲି ତାଇଓ୍ବାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପର ତୀବ୍ରତା ୫.୯ ରହିଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ୩୧ କିମି ଗଭୀରରେ ରହିଥିଲା ।

Post Views: 76
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In