• About Us
  • Contact Us
Thursday, August 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home କ୍ରୀଡା

ଟି-୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଖେଳିବ ପାକିସ୍ତାନ

by Voice of Victims
February 10, 2026
in କ୍ରୀଡା, ଦେଶ ବିଦେଶ
ଟି-୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଖେଳିବ ପାକିସ୍ତାନ

ଟି-୨୦ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଖେଳିବ ପାକିସ୍ତାନ । ଆସନ୍ତା ୧୫ ତାରିଖରେ କଲମ୍ବୋରେ ଖେଳାଯିବ ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ । ଏଥିପାଇଁ ପାକିସ୍ତାନ କ୍ରିକେଟ୍ ବୋର୍ଡ ବା ପିସିବି ରାଜି ହୋଇଥିବା ସୂଚନା ମିଳିଛି । ଲାହୋରରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ନିଷ୍କର୍ସ ବାହାରିଲା । ମ୍ୟାଚ୍ ଖେଳିବାକୁ PCBକୁ ଅନୁମତି ଦେଲା ପାକିସ୍ତାନ ସରକାର ।

ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ଆଇସିସି (ଆନ୍ତର୍ଜାତୀୟ କ୍ରିକେଟ ପରିଷଦ), ପିସିବି (ପାକିସ୍ତାନ କ୍ରିକେଟ ବୋର୍ଡ) ଏବଂ ବିସିବି (ବାଂଲାଦେଶ କ୍ରିକେଟ ବୋର୍ଡ) ମଧ୍ୟରେ ବିଚାର ବିମର୍ଶ ପରେ, ପାକିସ୍ତାନ ଫେବୃଆରୀ ୧୫ ରେ ଭାରତ ବିପକ୍ଷରେ ହେବାକୁ ଥିବା ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବୟକଟ ପ୍ରତ୍ୟାହାର କରିଛି ।

ପୂର୍ବରୁ, ଭାରତରେ ଖେଳିବାକୁ ମନା କରିବା ପରେ ବାଂଲାଦେଶ ଟି-୨୦ ବିଶ୍ୱକପ୍ ଟୁର୍ଣ୍ଣାମେଣ୍ଟରେ ବାଦ ପଡିଥିଲା । ସୁରକ୍ଷା ଚିନ୍ତାର କାରଣ ଦେଖାଇ ବାଂଲାଦେଶ ଏହାର ବିଶ୍ୱକପ୍ ମ୍ୟାଚ୍ ଭାରତ ବାହାରକୁ ସ୍ଥାନାନ୍ତର କରିବାକୁ ଅନୁରୋଧ କରିଥିଲା । ଯାହାକୁ ଆଇସିସି ପ୍ରତ୍ୟାଖ୍ୟାନ କରିଥିଲା ।

Post Views: 50
Share199Tweet124Send
Voice of Victims

Voice of Victims

Recent Posts

  • ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା
  • ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
  • ପୁରୀ ମୁନିସିପାଲିଟି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ସତର୍କତା: ଗୋଟିଏ ଦିନ ପାଇଁ କଡା ନିର୍ଦ୍ଦେଶ ଜାରି କଲେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ
  • ମହିଳାଙ୍କୁ ମିଳିବ ସୁନା କଏନ, ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ
  • ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ବିଧାୟକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In