• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୪୮ ଘଣ୍ଟାରେ ଭାରତ ଛାଡିବେ ପାକ୍ ନାଗରିକ, ଏପ୍ରିଲ ୨୭ରୁ ଭିସା ହେବ ବାତିଲ

by Voice of Victims
April 26, 2025
in ଦେଶ ବିଦେଶ, ମୁଖ୍ୟ ଖବର
୪୮ ଘଣ୍ଟାରେ ଭାରତ ଛାଡିବେ ପାକ୍ ନାଗରିକ, ଏପ୍ରିଲ ୨୭ରୁ ଭିସା ହେବ ବାତିଲ

ନୂଆଦିଲ୍ଲୀ: ସରୁଛି ଡେଡଲାଇନ। ଭାରତରୁ ବିଦା ହେବେ ପାକିସ୍ତାନୀ । ଓଡ଼ିଶାରେ ବିଦା ହେବେ ୧୨ ପାକିସ୍ତାନୀ ନାଗରିକ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ପାକିସ୍ତାନୀ । ସେମାନଙ୍କୁ ଭାରତ ଛାଡ଼ି ଯିବାକୁ ନୋଟିସ୍ ଦିଆଯାଇଥିବା ସୂଚନା ଦେଇଛନ୍ତି ପୋଲିସ ଡିଜିପି ୱାଇ.ବି ଖୁରାନିଆ । ଏହା ପୂର୍ବରୁ, ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

କହିଥିଲେ, ରାଜ୍ୟରେ ରହୁଥିବା ପାକିସ୍ତାନୀଙ୍କୁ ତୁରନ୍ତ ଚିହ୍ନଟ କର। ଚିହ୍ନଟ କରି ସେମାନଙ୍କୁ ବିଦା କରିବା ପାଇଁ ଅମିତ ଶାହ କହିଛନ୍ତି । ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନୀଙ୍କୁ ଭାରତ ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ ରହିଛି ।  ୨୨ତାରିଖ ସଂଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ସୁରକ୍ଷା ସଂପର୍କିତ କ୍ୟାବିନେଟ ବୈଠକରେ ପାକିସ୍ତାନୀ ନାଗରିକଙ୍କ ଭିସା ରଦ୍ଦ କରିବାକୁ ନିଷ୍ପତ୍ତି ହୋଇଥିଲା । ଭାରତରେ ଥିବା ସମସ୍ତ ପାକିସ୍ତାନୀ ନାଗରିକ ୨୭ ତାରିଖ ସୁଦ୍ଧା ଭାରତ ଛାଡ଼ିବେ । ସେହିପରି ମେଡିକାଲ ଭିସାରେ ଥିବା ପାକିସ୍ତାନୀଙ୍କୁ ୨୯ ତାରିଖ ପର୍ଯ୍ୟନ୍ତ ଭାରତରେ ରହିପାରିବେ ।

Post Views: 44
Share197Tweet123Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In