• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

by Voice of Victims
September 2, 2024
in ଦେଶ ବିଦେଶ, ମୁଖ୍ୟ ଖବର
ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସରେ ଟ୍ରାକ୍‌୍ ଆଣ୍ଡ ଫିଲ୍ଡରେ କ୍ରୀଡ଼ାବିତ ପ୍ରୀତି ପାଲ ଦ୍ୱିତୀୟ ପଦକ ଜିତିଥିବାରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ମହିଳା ୨୦୦ ମିଟର ଟି୩୫ ରେ ୨୩ ବର୍ଷୀୟା ବ୍ରୋଞ୍ଜ ପଦକ ଜିତିଛନ୍ତି ଏବଂ ପାରାଅଲିମ୍ପିକ୍ସ ଟ୍ରାକ୍‌ ଆଣ୍ଡ ଫିଲ୍ଡରେ ଦୁଇଟି ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା କ୍ରୀଡ଼ାବିତ ହୋଇପାରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ପ୍ରୀତି ପାଲଙ୍କ ଦ୍ୱାରା ଐତିହାସିକ କୃତିତ୍ୱ। ପ୍ୟାରିସ ପାରାଅଲିମ୍ପିକ୍ସ ୨୦୨୪ #Paralympics2024 ରେ ସେ ତାଙ୍କର ଦ୍ୱିତୀୟ ପକଦ ଜିତିଛନ୍ତି। ମହିଳା ୨୦୦ ମିଟର ଟି୩୫ରେ ବ୍ରୋଞ୍ଜ ପଦକ ସହ ଏହି କୃତିତ୍ୱ ପାଇଛନ୍ତି। ଭାରତର ଲୋକଙ୍କ ପାଇଁ ସେ ପ୍ରେରଣା । ତାଙ୍କର ଉତ୍ସର୍ଗୀକୃତ ମନୋଭାବ ପ୍ରଣିଧାନଯୋଗ୍ୟ।

Post Views: 158
Share199Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In