• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପ୍ୟାରିସ୍‌ ଅଲିମ୍ପିକ୍ସ 2024 : ଇତିହାସ ରଚିଲେ ମନୁ ଭାକର, ଭାରତକୁ ଦେଲେ ପ୍ରଥମ ପଦକ

by Voice of Victims
July 28, 2024
in ଦେଶ ବିଦେଶ, ମୁଖ୍ୟ ଖବର
ପ୍ୟାରିସ୍‌ ଅଲିମ୍ପିକ୍ସ 2024 : ଇତିହାସ ରଚିଲେ ମନୁ ଭାକର, ଭାରତକୁ ଦେଲେ ପ୍ରଥମ ପଦକ

ନୂଆଦିଲ୍ଲୀ: ପ୍ୟାରିସ୍‌ ଅଲିମ୍ପିକ୍ସରେ ମନୁ ଭାକର ଭାରତର ପଦକ ଖାତା ଖୋଲିଛନ୍ତି। ୧୦ ମିଟର ଏୟାର ପିସ୍ତଲ ମହିଳା ଫାଇନାଲରେ ମନୁ ଭାକର ଚମତ୍କାର ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ୨୨୧.୭ ସ୍କୋର ସହିତ ବ୍ରୋଞ୍ଜ ପଦକ ଜିତିଥିଲେ। ମନୁ ପ୍ରଥମ ଭାରତୀୟ ମହିଳା ଭାବେ ଶୁଟିଂରେ ଏହି କୃତିତ୍ୱ ହାସଲ କରିଛନ୍ତି। ଫାଇନାଲରେ ମନୁ ଆରମ୍ଭରୁ ତୃତୀୟ ସ୍ଥାନ ବଜାୟ ରଖିଥିଲେ ଏହି କାର୍ଯ୍ୟକ୍ରମର ସ୍ବର୍ଣ୍ଣ ଓ ରୌପ୍ୟ ପଦକ ଦକ୍ଷିଣ କୋରିଆର ଦୁଇଜଣ ଆଥଲେଟ ଜିତିଥିଲେ। ଓହ ୟେ ଜିନ ୨୪୩.୨ ସ୍କୋର ସହିତ ସ୍ବର୍ଣ୍ଣ ପଦକ ଏବଂ କିମ ୟେଜି ୨୪୧.୩ ସ୍କୋର ସହିତ ରୌପ୍ୟ ପଦକ ଜିତିଛନ୍ତି।

Post Views: 33
Tags: Paris Olympics 2024: History created by Manu Bhakar
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In