• About Us
  • Contact Us
Tuesday, August 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପତଞ୍ଜଳି ପକ୍ଷରୁ ଜଡ଼ିବୁଟି ଦିବସ ପାଳିତ

by Voice of Victims
August 4, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ପତଞ୍ଜଳି ପକ୍ଷରୁ ଜଡ଼ିବୁଟି ଦିବସ ପାଳିତ

କଟକ, ପତଞ୍ଜଳି ଯୋଗପୀଠ ପକ୍ଷରୁ ଆଚାର୍ଯ୍ୟ ବାଳକୃଷ୍ଣଙ୍କ ଜନ୍ମଦିନକୁ ସାରାଦେଶରେ ଜଡ଼ିବୁଟି ଦିବସ ଭାବେ ପାଳନ କରାଯାଇଛି। ଏହି ଉପଲକ୍ଷେ ପତଞ୍ଜଳି କିଷାନ ସେବା ସମିତି ଆନୁକୁଲ୍ୟରେ ତେଲେଙ୍ଗାପେଣ୍ଠ ସ୍ଥିତ ଗାନ୍ଧୀ ସ୍ମୃତି ପୀଠ ଠାରେ ଜିଲ୍ଲା ସ୍ତରୀୟ ଜଡ଼ିବୁଟି ଦିବସ ପାଳିତ ହୋଇଯାଇଛି।

ସହ ରାଜ୍ୟ ପ୍ରଭାରୀ ସୁନିଲ ଶର୍ମାଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶିଶିର ଜେନା, ସ୍ୱାଧୀନଚେତା ମହାନ୍ତି, ପ୍ରସନ୍ନ ଭୂୟାଁ, ପ୍ରିୟବ୍ରତ ରାଉତରାୟ, ଆଶିଷ ହାଲଦାର, ପ୍ରମୋଦ ଦାଶ, ଭରତ ଶର୍ମା, ସ୍ବରୂପ ସାହୁ, ସନ୍ତୋଷ ରାୟ, ମୁରଲୀଧର ଦାସ, ଦେବେନ୍ଦ୍ରନାଥ ବିଶ୍ଵାଳ, ବିଭୁତି ବେହେରା, ରୋହିତ ମହାକୁଡ଼, ଭିକାରୀ ଚରଣ ରାଉତ, ଭବତୋଷ ମହାନ୍ତି, ପାତିଆନନା, ସି ଏଚ୍ ବସନ୍ତା, ନିବେଦିତା ବେହେରା, ଅର୍ଚ୍ଚିତା ମହାନ୍ତି, ଦେବଲକ୍ଷ୍ମୀ ପଟ୍ଟନାୟକ ଓ‌ ଶିବାଜୀ ସତ୍ୟ ଷଡ଼ଙ୍ଗୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଏହି ଅବସରରେ ବିଭିନ୍ନ ଔଷଧୀୟ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କରାଯାଇଥିଲା। ନିମାଇଁ ଚରଣ ଜେନା ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 22
Share199Tweet124Send
Voice of Victims

Voice of Victims

Recent Posts

  • ଆଇଟିଇଆରରେ ୧୦ ଦିନିଆ ଏନ୍‌‌ସିସି ସମ୍ମିଳିତ ବାର୍ଷିକ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ
  • ସୋଆ ପକ୍ଷରୁ ଚେନ୍ନାଇରେ ‘ଆଲିସିପ୍‌++ ୨.୦’ ଆୟୋଜିତ
  • ସୋଆ ବିଶ୍ୱବିଦ୍ୟାଳୟରେ “ବିକଶିତ ଭାରତ ପାଇଁ ନିଶାମୁକ୍ତ ଭାରତ ଅଭିଯାନ” ଆୟୋଜିତ
  • ବିଭିନ୍ନ ବିଦ୍ୟାଳୟରେ ଅଭିଭାବକ–ଶିକ୍ଷକ ବୈଠକ ଅନୁଷ୍ଠିତ
  • ପତଞ୍ଜଳି ପକ୍ଷରୁ ଜଡ଼ିବୁଟି ଦିବସ ପାଳିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In